Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀମନ୍ଦିର ଚାରି ଦୁଆର ଓ ରତ୍ନଭଣ୍ଡାର ଖୋଲିବା ନିଷ୍ପତିକୁ ଜଗନ୍ନାଥ ସେନାର ସ୍ୱାଗତ
ଆଜିର ଖବର

ଶ୍ରୀମନ୍ଦିର ଚାରି ଦୁଆର ଓ ରତ୍ନଭଣ୍ଡାର ଖୋଲିବା ନିଷ୍ପତିକୁ ଜଗନ୍ନାଥ ସେନାର ସ୍ୱାଗତ

July 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଜଗନ୍ନାଥ ସେନା ପକ୍ଷରୁ ଜଗନ୍ନାଥ ମନ୍ଦିରର ଚାରି ଦୁଆର ଓ ରତ୍ନଭଣ୍ଡାର ଖୋଲିବା ନିଷ୍ପତିକୁ ସ୍ୱାଗତ କରାଯାଇଛି। ରବିବାର ଦିନ ୧୧ଟା ବେଳେ ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ପରିଚିତ ହୋଇ ଆସୁଥିବା ରଣପୁର ଜଗନ୍ନାଥ ମନ୍ଦିର ସମ୍ମୁଖରେ ଜଗନ୍ନାଥ ମନ୍ଦିର ଚାରି ଦୁଆର ଖୋଲାଯିବା ଓ ରତ୍ନ ଭଣ୍ଡାର କେବେ ଖୋଲିବ ସେ ସମ୍ପର୍କରେ ଜଗନ୍ନାଥ ସେନା ରାଜ୍ୟବ୍ୟାପୀ ଭକ୍ତ ଜନସମ୍ପର୍କ ଧନ୍ୟବାଦ ଯାତ୍ରା ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ଜଗନ୍ନାଥ ସେନା ର ଆବାହକ ପ୍ରିୟଦର୍ଶୀ ପଟ୍ଟନାୟକ ଙ୍କୁ ରଣପୁର ଜଗନ୍ନାଥ ସେନାର ଆବାହକ ବିରଜା ମିଶ୍ର ଉତରୀୟ ପ୍ରଦାନ କରିଥିଲେ। ପରେ ମହାପ୍ରଭୂ ଙ୍କ ଉଦ୍ଦେଶ୍ୟରେ ଦୀପଦାନ କରାଯାଇଥିଲା। ଶ୍ରୀମନ୍ଦିର ର ଚାରି ଦୁଆର ଖୋଲିଥିବାରୁ ରାଜ୍ୟ ସରକାର ଙ୍କୁ ଧନ୍ୟବାଦ ଦେଇ ଆଗାମୀ ଦିନରେ ରତ୍ନ ଭଣ୍ଡାର କିଭଳି ଭାବେ ଶିଘ୍ର ଖୋଲିବ ସେଥିପାଇଁ ସରକାରଙ୍କୁ ନିବେଦନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଜଗନ୍ନାଥ ସେନାର ସମସ୍ତ ସଭ୍ୟମାନେ ଉପସ୍ଥିତ ଥିଲେ।

ଜଗନ୍ନାଥ ମନ୍ଦିର ଜଗନ୍ନାଥ ସେନା ରଣପୁର ରତ୍ନ ଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026
Latest News

ହକି ଦଳର ନୂତନ ଜର୍ସି ବିବାଦ ମାମଲା: ପ୍ରତିକ୍ରିୟା ଦେଲେ ମେଜର ଧ୍ୟାନଚାନ୍ଦଙ୍କ ପୁଅ

August 1, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ଆତ୍ମସମର୍ପଣ କଲା ହମାସ, ଗାଜାରୁ ବାହାରିବ ଇସ୍ରାଏଲୀ ସେନା

August 1, 2026

ଇ-୨୦ ଉପରେ ବିବାଦ!: ଦିଲ୍ଲୀ ପୋଲିସ ଉପରେ ଗମ୍ଭୀର ଅଭିଯୋଗ ଆଣିଲେ ତହସିନ ପୁନାୱାଲା

August 1, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଲିଙ୍ଗ ଭିତ୍ତିକ ହିଂସା ଉପରେ ସେମିନାର ଅନୁଷ୍ଠିତ

August 1, 2026

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.