Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ସଚେତନତା ଶିବିର
ଆଜିର ଖବର

ନୂତନ ଅପରାଧିକ ଆଇନ କାର୍ଯ୍ୟକାରିତା ସଚେତନତା ଶିବିର

July 1, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ଥାନା ପରିସର ମଧ୍ୟରେ ବରିଷ୍ଠ ଆଇନଜିବୀ ଚନ୍ଦ୍ର ବିଜୟୀ ମିଶ୍ରଙ୍କ ସଂଯୋଜନାରେ ନୂତନ ଅପରାଧିକ ଆଇନ ର କାର୍ଯ୍ୟକାରିତା ସମ୍ପର୍କରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏସଡିପିଓ ସୁଧାକର ସାହୁ, ବିଡିଓ ସୁଧୀର ନାୟକ, ତହସିଲଦାର ରବିନ ଚର୍ଚ୍ଚିଲ ମିଶ୍ର, ମେଡିକାଲ ଅଫିସର ଡଃ ବୈଦ୍ୟନାଥ ନନ୍ଦ, ପୂର୍ବତନ ସାଂସଦ ରବି ନାରାୟଣ ମହାପାତ୍ର ଓ ରଣପୁର ଓକିଲ ସଂଘ ସଭାପତି ସୁବାସ ଚନ୍ଦ୍ର ଜେନା, ବରିଷ୍ଠ ଆଇନଜିବୀ ଦିଲ୍ଲିପ କୁମାର ନନ୍ଦ ପ୍ରମୁଖ ଉପସ୍ଥିତ ରହି ପରିବର୍ତିତ ଆଇନ ସଂପର୍କିତ ସୂଚନା ପ୍ରଦାନ କରିଥିଲେ।

ତ୍ୱରିତ ଆଇନ ସେବା ଯୋଗାଇ ଦେବା ସାଙ୍ଗକୁ ଆଇନଗତ ଅଧିକାରକୁ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ ଆଦି ରେ କେତେକ ପରିବର୍ତନ ଅଣାଯାଇଛି। ଏହି ନୂତନ ଆଇନ ପ୍ରଣୟନ ଦ୍ୱାରା ସାଧାରଣ ଜନତା ପୂର୍ବବର୍ତିୀ ଆଇନ ବ୍ୟବସ୍ଥା ପରିବର୍ତେ ତ୍ୱରିତ ଆଇନ ସେବା ପାଇବା ର ବ୍ୟବସ୍ଥା କରାଯାଇଛି।

ଏହି କାର୍ଯ୍ୟକ୍ରମରେ ବହୁ ଆଇନଜିବୀ, ସାମ୍ବାଦିକ ଓ ପୋଲିସ୍ କର୍ମଚାରୀ ମାନେ ଉପସ୍ଥିତ ରହି ନୂତନ ଆଇନ ବ୍ୟବସ୍ଥା ବିଷୟରେ ଅବଗତ ହୋଇଥିଲେ।

ପରିଶେଷରେ ରଣପୁର ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତି ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।

ଅପରାଧିକ ଆଇନ ରଣପୁର ଥାନା ସଚେତନତା ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026
Latest News

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026

ବଦଳିବ RCBର ନାମ?: ସ୍ପଷ୍ଟ କଲେ ଅନନ୍ୟା ବିର୍ଲା

March 26, 2026

ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ: ଇନ୍ଧନ ଯୋଗାଣକୁ ସୁନିଶ୍ଚିତ କରିବା ଉପରେ ଗୁରୁତ୍ଵ

March 26, 2026

ସତରେ କ’ଣ ଖୁବ୍ ଶୀଘ୍ର ଆସିବ ଲକଡାଉନ୍?: ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି ପରେ ବଢିଲା ଚର୍ଚ୍ଚା

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.