Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରଥଯାତ୍ରା ଲାଗି ଦୁଇ ଦିନ ଛୁଟି
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ରଥଯାତ୍ରା ଲାଗି ଦୁଇ ଦିନ ଛୁଟି

July 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀର ରଥଯାତ୍ରା ସମୀକ୍ଷା ବୈଠକରେ ଯୋଗ ଦେଇଛନ୍ତି। ଉକ୍ତ ବୈଠକରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ରଥ ଯାତ୍ରା ଲାଗି ରାଜ୍ୟରେ ଦୁଇ ଦିନ ଛୁଟି କରିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ୭ ତାରିଖ ଏବଂ ୮ ତାରିଖ ଦୁଇ ଦିନ ଛୁଟି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରିବା ପାଇଁ ଅଧିକାରୀମାନଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରକାଶ ଯେ, ଚଳିତ ବର୍ଷ ରଥ ଯାତ୍ରା ଦୁଇ ଦିନ ଧରି ଚାଲିବ। ତେଣୁ ଜୁଲାଇ ୭ ତାରିଖ ଏବଂ ୮ ତାରିଖ ଦୁଇ ଦିନ ଛୁଟି ରଖିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

RathYatra2024 ଦୁଇ ଦିନ ଛୁଟି ମୋହନ ଚରଣ ମାଝୀ ରଥଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026
Latest News

ଆଜି ଅକ୍ଟୋବର ୧ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

October 1, 2026

ଚାକିରିରୁ ଅବସର ପାଇଁ ଆବେଦନ କଲେ ସନ୍ଥଗୋପାଳନ

September 30, 2026

ଅକ୍ଟୋବର ୧ରୁ ବଢ଼ିବ କ୍ଷୀର ଦର: ଲିଟର ପିଛା ୩ ଟଙ୍କା ମହଙ୍ଗା

September 30, 2026

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରଶିକ୍ଷଣ, ନାଗରିକ କୈନ୍ଦ୍ରିକ ନିର୍ବାଚନ ଉପରେ ଫୋକସ୍‌

September 30, 2026

ସହକାରୀ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୪୮% ଅଧିକ ସମ୍ପତ୍ତି

September 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.