Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶର ସତସଙ୍ଗରେ ଅଘଟଣ: ୨୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
ଆଜିର ଖବର

ଉତ୍ତରପ୍ରଦେଶର ସତସଙ୍ଗରେ ଅଘଟଣ: ୨୭ ଶ୍ରଦ୍ଧାଳୁଙ୍କ ମୃତ୍ୟୁ

July 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ହାଥରସ ଜିଲ୍ଲାରୁ ଏକ ଦୁଃଖଦ ଖବର ଆସିଛି। ସତସଙ୍ଗରେ ଭାଗ ନେବାକୁ ଏଠାକୁ ଆସିଥିବା ୨୭ ଜଣଙ୍କର ମୃତ୍ୟୁ ଘଟିଛି। ଏଟା ମୁଖ୍ୟ ଚିକିତ୍ସା ଅଧିକାରୀ ଏହା ନିଶ୍ଚିତ କରିଛନ୍ତି। ସୂଚନାନୁସାରେ, ଭୋଲେ ବାବାଙ୍କ ସତସଙ୍ଗରେ ଦଳା ଚକଟା ଯୋଗୁଁ ଏହି ଦୁର୍ଘଟଣା ଘଟିଛି।

ଏଟା ସିଏମଓ ଡ ଉମେଶ କୁମାର ତ୍ରିପାଠୀ ୨୭ ମୃତଦେହକୁ ନିଶ୍ଚିତ କରିଛନ୍ତି। ନିହତ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ୧ ପୁରୁଷ, ୨୩ ମହିଳା ଏବଂ ୩ ଶିଶୁ ଅଛନ୍ତି।

ସୂଚନାନୁସାରେ, ହଥରସ ଜିଲ୍ଲାର ସିକନ୍ଦରାଉ ଥାନାର ଫୁଲରଇ ଗ୍ରାମରେ ଚାଲିଥିବା ଭୋଲେ ବାବାଙ୍କ ସତସଙ୍ଗ ସମୟରେ ଠେଲା ପେଲା ହୋଇଥିଲା। ଏହି ସମୟ ମଧ୍ୟରେ ଦଳା ଚକଟା ଯୋଗୁଁ ଅନେକ ଭକ୍ତଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ମୃତଦେହକୁ ଏଟା ମେଡିକାଲ କଲେଜକୁ ନିଆଯାଇଛି।

Hathras News UP news yogi adityanath
Share. Facebook Twitter LinkedIn Email WhatsApp Copy Link

Related Posts

ଆବୁଧାବିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ପ୍ରବାସୀ ଭାରତୀୟଙ୍କୁ କଲେ ସାକ୍ଷାତ, କହିଲେ….

September 10, 2025

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025

ସୁଭଦ୍ରା ଯୋଜନା ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କହିଲେ….

September 10, 2025

ବିହାରରେ ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୪-ଲେନ୍ ହାଇସ୍ପିଡ୍‌ କରିଡୋର ନିର୍ମାଣକୁ କ୍ୟାବିନେଟ୍‌ ଅନୁମୋଦନ

September 10, 2025
Latest News

ଆବୁଧାବିରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ: ପ୍ରବାସୀ ଭାରତୀୟଙ୍କୁ କଲେ ସାକ୍ଷାତ, କହିଲେ….

September 10, 2025

ବାଙ୍ଗାଲୋର ୟୁନିଭର୍ସିଟିରେ ପ୍ରଶିକ୍ଷଣ ନେଲେ ନୟାଗଡ଼ ଜିଲ୍ଲାର ୫ ପ୍ରଧାନ ଶିକ୍ଷକ

September 10, 2025

ସୁଭଦ୍ରା ଯୋଜନା ନେଇ ବଡ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କହିଲେ….

September 10, 2025

ବିହାରରେ ୪ ହଜାରରୁ ଉର୍ଦ୍ଧ୍ଵ କୋଟିର ୪-ଲେନ୍ ହାଇସ୍ପିଡ୍‌ କରିଡୋର ନିର୍ମାଣକୁ କ୍ୟାବିନେଟ୍‌ ଅନୁମୋଦନ

September 10, 2025

ସୋଆ ଯୁବ ସାହିତ୍ୟ ପୁରସ୍କାର-୨୦୨୫ ପାଇଁ ପୁସ୍ତକ ଆମନ୍ତ୍ରଣ

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.