Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏଣିକି ଭତ୍ତା ଟଙ୍କା ୩୦୦୦ କୁ ପାଇବ ବୃଦ୍ଧି, ସରକାର କରୁଛନ୍ତି ବିଚାର
ଆଜିର ଖବର

ଏଣିକି ଭତ୍ତା ଟଙ୍କା ୩୦୦୦ କୁ ପାଇବ ବୃଦ୍ଧି, ସରକାର କରୁଛନ୍ତି ବିଚାର

July 3, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି ହେବ, ସରକାର କରୁଛନ୍ତି ବିଚାର

ଭୁବନେଶ୍ବର: ଓଡିଶାର ଭତ୍ତା ପାଉଥିବା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଖୁବ ଶିଘ୍ର ନୂଆ ବିଜେପି ସରକାର ବିଭିନ୍ନ ଭତ୍ତା ଟଙ୍କା ବୃଦ୍ଧି କରିବାକୁ ବିଚାର କରୁଛନ୍ତି। ଏହାକୁ ମାସିକ ୩୦୦୦ ଟଙ୍କା ବୃଦ୍ଧି କରାଯିବାକୁ ଚିନ୍ତା କରାଯାଉଛି। ଏ ସଂପର୍କରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

ମନ୍ତ୍ରୀ କହିଛନ୍ତି ଯେ, ମାସିକ ତିନି ହଜାର ଟଙ୍କା ଭତ୍ତା ବୃଦ୍ଧି କଲେ ତାହା କେତେ ଆର୍ଥିକ ବୋଝ ପଡିବ ସେ ନେଇ ଅର୍ଥ ବିଭାଗ ସହିତ ଆଲୋଚନା କରାଯାଉଛି। ଅର୍ଥ ବିଭାଗର ଅନୁମୋଦନ ପରେ ତାହା କାର‌୍ୟ୍ୟକାରୀ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ବର୍ତ୍ତମାନ ରାଜ୍ୟରେ ମଧୁବାବୁ ପେନସନ ଯୋଜନା ଅଧିନରେ ଭତ୍ତା ଟଙ୍କା ୧୦୦୦ ରୁ ୧୨୦୦ ପର୍ଯ୍ୟନ୍ତ ପ୍ରଦାନ କରାଯାଉଛି।

ବାର୍ଦ୍ଧକ୍ୟ ଭତ୍ତା ବିଧବା ଭତ୍ତା ଭତ୍ତା ଭତ୍ତା ଟଙ୍କା ମଧୁବାବୁ ପେନସନ ମଧୁବାବୁ ପେନସନ ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Latest News

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026

ବେଆଇନ ମହଜୁଦକାରୀ ଏବଂ କଳାବଜାର ରୋକିବା ପାଇଁ ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ

March 17, 2026

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.