ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ଆଶ୍ଵସ୍ତି ନାହିଁ: ବଢିଲା ନ୍ୟାୟିକ ହେପାଜତ ଅବଧି

Published: Jul 3, 2024, 3:04 pm IST

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ କୌଣସି ଆଶ୍ଵସ୍ତି ନାହିଁ। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନ୍ୟାୟିକ ହେପାଜତକୁ ପୁଣିଥରେ ବୃଦ୍ଧି କରାଯାଇଛି। ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତକୁ ଜୁଲାଇ ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆଜି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ନ୍ୟାୟିକ ହେପାଜତର ଅବଧିକୁ ବୃଦ୍ଧି କରିଛନ୍ତି।

Related posts