Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତୃତୀୟ ଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ହେମନ୍ତ ସୋରେନ
ଆଜିର ଖବର

ତୃତୀୟ ଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ହେମନ୍ତ ସୋରେନ

July 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜେଏମ୍ଏମ୍
ବିହାର ପରି ଝାଡ଼ଖଣ୍ଡରେ ମଧ୍ୟ ଭାଙ୍ଗିଯିବ କି ଇଣ୍ଡିଆ ମେଣ୍ଟ?: ଜେଏମ୍ଏମ୍ ର ଅସନ୍ତୋଷ ପରେ ଚର୍ଚ୍ଚା ଆରମ୍ଭ

ନୂଆଦିଲ୍ଲୀ: ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା (ଜେଏମଏମ) କାର୍ଯ୍ୟକାରୀ ସଭାପତି ହେମନ୍ତ ସୋରେନ ତୃତୀୟ ଥର ପାଇଁ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଆଜି ରାଜ ଭବନରେ ରାଜ୍ୟପାଳ ତାଙ୍କୁ ଶପଥ ଗ୍ରହଣ କରାଇଛନ୍ତି। ଏହାପୂର୍ବରୁ ବୁଧବାର ଦିନ ଇଣ୍ଡିଆ ଆଲାଇନ୍ସର ନେତା ଏବଂ ବିଧାୟକ ଦଳ ବୈଠକରେ ଏହା ଉପରେ ନିଷ୍ପତ୍ତି ନିଆଯାଇଥିଲା।

ମୁଖ୍ୟମନ୍ତ୍ରୀ ଚମ୍ପାଇ ସୋରେନଙ୍କ ରାଞ୍ଚି ବାସଭବନରେ ଏହି ବୈଠକ ଡକାଯାଇଥିଲା। ଏଥିରେ ହେମନ୍ତ ସୋରେନଙ୍କୁ ଜେଏମଏମ ବିଧାୟକ ଦଳର ନେତା ଭାବରେ ଚୟନ କରିବାକୁ ସର୍ବସମ୍ମତି କ୍ରମେ ନିଷ୍ପତ୍ତି ନିଆଯାଇଥିଲା। ଏହି ବୈଠକରେ ଉପସ୍ଥିତ ଥିବା କଂଗ୍ରେସ ବିଧାୟକ ଇରଫାନ ଅନସାରୀ କହିଥିଲେ ଯେ, ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ହେବେ।

Breaking News champai soren hemant soren Jharkhand News thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026
Latest News

ପ୍ରଥମ ଥର ପାଇଁ ଐତିହାସିକ ଲାଲକିଲ୍ଲାର ପ୍ରାଚୀରରୁ ଗାନ କରାଯିବ ‘ବନ୍ଦେ ମାତରମ୍’

August 11, 2026

ଓଡିଶା ରାଜ୍ୟ ପଣ୍ୟାଗାର ନିଗମ ପକ୍ଷରୁ ସରକାରଙ୍କୁ ଲାଭାଂଶ ଅର୍ଥ ପ୍ରଦାନ

August 11, 2026

ଜାତୀୟ ଜଳକ୍ରୀଡ଼ା ଚାମ୍ପିୟନସିପ୍‌ରେ ଓଡ଼ିଶା ପୋଲିସର ସଫଳତା : ୨ଟି ସ୍ୱର୍ଣ୍ଣ ସହ ୮ଟି ପଦକ ହାସଲ

August 11, 2026

ଆଜି ଅଗଷ୍ଟ ୧୧ ତାରିଖ ମଙ୍ଗଳବାରରେ ସାତୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

August 11, 2026

କଲମ୍ବିଆରେ ଭୂମିକମ୍ପ: ମୃତ୍ୟୁସଂଖ୍ୟା ୭୭, ଉଦ୍ଧାର ପାଇଁ ମୁତୟନ ହେଲା ସେନା

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.