Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆକ୍ସନ ମୋଡ଼ରେ ମନ୍ତ୍ରୀ : ବିଇଓ ଅଫିସ୍‌ ପରିଦର୍ଶନ କଲେ ସମୀର ଦାଶ
ଆଜିର ଖବର

ଆକ୍ସନ ମୋଡ଼ରେ ମନ୍ତ୍ରୀ : ବିଇଓ ଅଫିସ୍‌ ପରିଦର୍ଶନ କଲେ ସମୀର ଦାଶ

June 27, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଞ୍ଚମ ପାଳିରେ ସରକାରରେ ନବୀନ ସରକାରଙ୍କ ପାଇଁ ଶିକ୍ଷା, ସ୍ବାସ୍ଥ୍ୟ, ନିଯୁକ୍ତିକୁ ନେଇ ଏକ ବଡ଼ ଚ୍ୟାଲେଞ୍ଜ ରହିଛି । ରାଜ୍ୟର ଶିକ୍ଷାବ୍ୟବସ୍ଥା ସୁଦୃଢକରଣ କରିବା ଦିଗରେ ଯଥେଷ୍ଟ ପଦକ୍ଷେପ ନିଆଯାଉଛି । ନିକଟରେ କମ୍‌ ପିଲା ଥିବା ବିଦ୍ୟାଳୟଗୁଡ଼ିକର ଏକକୀକରଣ କରାଯାଉଛି । ୧୦ରୁ କମ୍‌ ଛାତ୍ରୀଛାତ୍ର ଥିବା ୯୬୬ ପ୍ରାଥମିକ ବିଦ୍ୟାଳୟକୁ ବନ୍ଦ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛାତ୍ରଛାତ୍ରୀମାନଙ୍କର ସ୍ଥାନାନ୍ତର ଯୋଗୁଁ ଏହାର ଖର୍ଚ୍ଚ ମଧ୍ୟ ସରକାର ବହନ କରିବେ ବୋଲି ସୂଚନା ଦେଇଛନ୍ତି । ଆଜି ଭୁବନେଶ୍ବର ୟୁନିଟ୍‌୮ ସ୍ଥିତ ବିଇଓ ଅଫିସ୍‌ ପରିଦର୍ଶନ କରିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । କର୍ମଚାରୀଙ୍କ ଉପସ୍ଥାନ ଓ କାର୍ଯ୍ୟଶୈଳୀ ପରଖିଛନ୍ତି । ଅନୁପସ୍ଥିତ ରହିଥିବା କର୍ମଚାରୀଙ୍କୁ ଅନୁପସ୍ଥିତ ରହିବାର କାରଣ ଦର୍ଶାଅ ନୋଟିସ୍‌ ପଠାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ସମୀର ଦାଶ । ରାଜ୍ୟରେ ଗୁଣାତ୍ମକ ଶିକ୍ଷା ତଥା ସୁଦୃଢ ଶିକ୍ଷାଶୈଳୀ ଉପରେ ସରକାର ବିଶେଷ ଧ୍ୟାନ ଦେଉଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025

ଗଞ୍ଜାମରେ ଆରକ୍ଷୀ ବିଭାଗ ତରଫରୁ ଆୟୋଜିତ ହେଲା ‘ବନ୍ଦେ ମାତରମ୍’ ସମୂହ ଗାନ

November 7, 2025
Latest News

ନବସୃଜନ ଏବଂ ସମାବେଶିତାର ପ୍ରତୀକ ପାଲଟିବ ଆଇଏଫଏଫଆଇ 2025: କେନ୍ଦ୍ର ମନ୍ତ୍ରୀ

November 7, 2025

୮୪ତମ ଭାରତୀୟ ସଡକ କଂଗ୍ରେସ ଉଦ୍‍ଘାଟିତ: ଓଡିଶା ପାଇଁ ୧୦୦୦ କୋଟି ଟଙ୍କା ଘୋଷଣା

November 7, 2025

ଏମ୍ସ ଭୁବନେଶ୍ବରରେ ସାମୂହିକ “ବନ୍ଦେ ମାତରମ୍” ଗାନ, ଦେଶପ୍ରେମର ଅପୂର୍ବ ପରିବେଶ

November 7, 2025

ବିଶ୍ୱ ଟେଲିକମ୍ ପ୍ରଯୁକ୍ତି ବଜାର ର ୧୨୧ ବିଲିୟନ ଡଲାର ଉପରେ ମୁକେଶ ଆମ୍ବାନୀଙ୍କ ନଜର

November 7, 2025

ଗଞ୍ଜାମରେ ଆରକ୍ଷୀ ବିଭାଗ ତରଫରୁ ଆୟୋଜିତ ହେଲା ‘ବନ୍ଦେ ମାତରମ୍’ ସମୂହ ଗାନ

November 7, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.