Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୭ ଓ ୮ ତାରିଖ ସକାଳ ୫ ଟାରୁ ଜୀ-ସାର୍ଥକରେ ଦେଖନ୍ତୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ 
ଆଜିର ଖବର

ଜୁଲାଇ ୭ ଓ ୮ ତାରିଖ ସକାଳ ୫ ଟାରୁ ଜୀ-ସାର୍ଥକରେ ଦେଖନ୍ତୁ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ 

July 5, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଜୀ-ସାର୍ଥକରେ ଦେଖନ୍ତୁ ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରାର ସିଧା ପ୍ରସାରଣ ଆସନ୍ତା ଜୁଲାଇ ୭ ତାରିଖ ସକାଳ ୫ ଟା ରୁ ଓ ୮ ତାରିଖ ସକାଳ ୬ ଟା ରୁ।  କେବଳ ରଥଯାତ୍ରା ନୁହେଁ ବରଂ ବାହୁଡା ଯାତ୍ରା ଦେଖିବେ ୧୫ ତାରିଖ ସକାଳ ୬ ଟା ରୁ, ୧୬ ତାରିଖରେ ସୁନାବେଶ ଯାହା ଦିନ ୨ଟା ରୁ ଓ ୧୯ ତାରିଖ ରାତି ୧୦:୩୦ ରୁ ଦେଖିବେ ନୀଳାଦ୍ରୀ ବିଜେର ମଧ୍ୟ ସିଧା ପ୍ରାସାରଣ କେବଳ ଜୀ-ସାର୍ଥକରେ। ସବୁ ବର୍ଷପରି ଏ ବର୍ଷ ମଧ୍ୟ ରଥଯାତ୍ରାର ସମ୍ପୂର୍ଣ୍ଣ ଧାରାବିବରଣୀ ସହିତ, ଭକ୍ତିପୂର୍ଣ୍ଣ ଭଜନ ଓ ସମସ୍ତ ରୀତିନୀତିର ପ୍ରକୃତ ଅର୍ଥ ଆପଣ ପାଇବେ କେବଳ ଜୀ-ସାର୍ଥକରେ।

ଏଥର ଉପସ୍ଥାପକ ଭାବରେ ଲୋକପ୍ରିୟ ଓ ବରିଷ୍ଠ ଓଡିଆ ଚଳଚ୍ଚିତ୍ର ଅଭିନେତା କୁନା ତ୍ରିପାଠୀ ଥିବା ବେଳେ ଓଡ଼ିଶାର ସୁନାମଧନ୍ୟ ଗାୟକ ଓ ଗାୟିକା ଭଜନ ପରିବେଷଣ କରିବେ ଓ ପ୍ରବଚକ ମାନେ ମଧ୍ୟ ଅବିରତ ଧାରାବିବରଣୀ ଜାରି ରଖିବେ। ଏଥର ଜୀ-ସାର୍ଥକରେ ରଥଯାତ୍ରା ହେବ ନିଆରା କାରଣ ଚ୍ଯାନେଲର ଲୋକପ୍ରିୟ ମେଗା ଧାରାବାହିକ ‘ସନ୍ଧ୍ୟା ରାଗିଣୀ’ ର ଦୁଇ ଭଉଣୀ ପହଁଚିବେ ପୁରୀ ବଡ଼ଦାଣ୍ଡରେ ଓ ସେଠାରୁ ସିଧା ପ୍ରସାରଣରେ ଆପଣଙ୍କୁ ଦେଖାଇବେ ଲକ୍ଷ ଲକ୍ଷ ଭକ୍ତଙ୍କ ଅନୁଭୂତି।

ଏହି କାର୍ଯ୍ୟକ୍ରମ ସମ୍ପର୍କରେ ଚିଫ ଚ୍ୟାନେଲ ଅଫିସର ହେଡ୍ ପ୍ରତୀକ ସିଲ କହିଛନ୍ତି ଯେ ଓଡ଼ିଶାର କଳା, ସଂସ୍କୃତି ଓ ପରମ୍ପରାକୁ ନେଇ ଆଗେଇଥିବା ଲୋକପ୍ରିୟ ଓଡିଆ ମନୋରଂଜନ ଚ୍ଯାନେଲ ଜୀ-ସାର୍ଥକ ସର୍ବଦା ରାଜ୍ୟର ଗଣପର୍ବକୁ ପ୍ରାଧାନ୍ୟ ଦେଇଥାଏ। ଏହି ପରିପ୍ରେକ୍ଷିରେ ଦର୍ଶକଙ୍କ ପାଇଁ ରଥଯାତ୍ରାର ସିଧା ପ୍ରସାରଣ ପାଇଁ ଆମେ ଏଥର ଆମ ନିଜର କ୍ୟାମେରା ଟିମ୍ ସହିତ ସମସ୍ତ ଉପକରଣ ଆୟୋଜନ କରିଛୁ। ଆଶା କରୁଛୁ ସବୁ ବର୍ଷପରି ଏହି ବର୍ଷ ମଧ୍ୟ ଆମକୁ ଭଲପାଉଥିବା ଆମର ଅଗଣିତ ଦର୍ଶକ ରଥଯାତ୍ରା ପାଇଁ ଆମ ସହ ଯୋଡ଼ି ହୋଇ ରହିବେ।

ଜୀ ସାର୍ଥକ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ମହାପ୍ରଭୁ ସିଧା ପ୍ରସାରଣ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026
Latest News

ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ଇସ୍ତଫା: ଜାଣନ୍ତୁ ଏବେ କିଏ ହେବେ ନୂତନ ପ୍ରଧାନମନ୍ତ୍ରୀ

June 22, 2026

ବର୍ଷା ଦିନିଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 22, 2026

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.