Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରିଟିଶ ନିର୍ବାଚନରେ ହାରିଲେ ଋଷି ସୁନକ, ତଥାପି କାହିଁକି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ?
ଆଜିର ଖବର

ବ୍ରିଟିଶ ନିର୍ବାଚନରେ ହାରିଲେ ଋଷି ସୁନକ, ତଥାପି କାହିଁକି ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ?

July 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଭାରତୀୟ ବଂଶଜ ବ୍ରିଟିଶ ପ୍ରଧାନମନ୍ତ୍ରୀ ତଥା କଞ୍ଜର୍ଭେଟିଭ ପାର୍ଟି ନେତା ଋଷି ସୁନକ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୁନକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, ୟୁ.କେ. ରେ ଆପଣଙ୍କର ପ୍ରଶଂସନୀୟ ନେତୃତ୍ୱ ଏବଂ ଆପଣଙ୍କ କାର୍ଯ୍ୟକାଳ ମଧ୍ୟରେ ଭାରତ-ବ୍ରିଟେନ ମଧ୍ୟରେ ସମ୍ପର୍କ ମଜବୁତ କରିବାରେ ସକ୍ରିୟ ଅବଦାନ ପାଇଁ ଋଷି ସୁନକଙ୍କୁ ଧନ୍ୟବାଦ। ଏଥିସହ ପିଏମ ମୋଦୀ ଋଷି ସୁନକ ଏବଂ ତାଙ୍କ ପରିବାରକୁ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ବ୍ରିଟେନରେ ନିକଟରେ ଶେଷ ହୋଇଥିବା ନିର୍ବାଚନର ଫଳାଫଳରେ ବ୍ରିଟିଶ ପ୍ରଧାନମନ୍ତ୍ରୀ ତଥା କଞ୍ଜର୍ଭେଟିଭ ପାର୍ଟି ନେତା ଋଷି ସୁନକ ତାଙ୍କ ପରାଜୟକୁ ଗ୍ରହଣ କରିଛନ୍ତି। ଏହି ବିଜୟ ପାଇଁ ସେ ଲେବର ପାର୍ଟି ନେତା କିଆର ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ, “ବ୍ରିଟିଶ ଲୋକମାନେ ଏକ ସମ୍ମାନଜନକ ନିଷ୍ପତ୍ତି ଦେଇଛନ୍ତି। ଏଥିରୁ ବହୁତ କିଛି ଶିଖିବା ଆବଶ୍ୟକ। ମୁଁ ପରାଜୟକୁ ସ୍ଵୀକାର କରିଛି। ତେବେ ଋଷି ସୁନକ ୟର୍କସାୟାରରେ ରିଚମଣ୍ଡ ଆସନ ବଜାୟ ରଖିଛନ୍ତି।

Britain narendra modi pm modi Rishi Sunak
Share. Facebook Twitter LinkedIn Email WhatsApp Copy Link

Related Posts

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Latest News

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.