Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆଜିର ଖବର

ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

July 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଧାନସଭା ପରିସରରେ ଉତ୍କଳମଣିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଙ୍କ ୯୬ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଓଡ଼ିଶା ବିଧାନସଭା ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମ ରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଉତ୍କଳମଣି ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପଗୁଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ଏହି ଅବସର ରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପଣ୍ଡିତ ଗୋପବନ୍ଧୁ ଏକା ଧାରା ରେ ଜଣେ ଦେଶସେବକ, ଜନ ନାୟକ, ସ୍ୱାଧୀନତା ସଂଗ୍ରାମୀ, କବି, ଲେଖକ ଓ ଆଦର୍ଶ ଶିକ୍ଷକ ଥିଲେ। ସତ୍ୟବାଦୀ ରେ ପ୍ରତିଷ୍ଠିତ ମଣିଷ ତିଆରି କାରଖାନା ସତ୍ୟବାଦୀ ବନବିଦ୍ୟାଳୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବ । ଓଡ଼ିଆ ନବଯୁଗ ର ପ୍ରବର୍ତ୍ତକ ଥିଲେ ଗୋପବନ୍ଧୁ
ଥିଲେ ଗୋପବନ୍ଧୁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ ଆହୁରି ମଧ୍ଯ କହିଥିଲେ ଯେ, ଓଡିଆ ଭାଷା ସାହିତ୍ୟ ର ପ୍ରତିଷ୍ଠା ପାଇଁ ତାଙ୍କ ଉଦ୍ୟମ ଚିର ସ୍ମରଣୀୟ। ଉତ୍କଳମଣି ଗୋପବନ୍ଧୁ ବାସ୍ତବିକ୍ ଥିଲେ ଯୁଗପୁରୁଷ, ପୂନ୍ୟଶ୍ଲୋକ,ଓ ଦିନବନ୍ଧୁ ବୋଲି କହି ବନ୍ୟା, ବାତ୍ୟା ଓ ପ୍ରାକୃତିକ ବିପର୍ଯ୍ୟୟ ସମୟ ରେ ଓଡ଼ିଶା ବାସୀ ଙ୍କୁ ସାହାଯ୍ୟ ପାଇଁ ସେ ଚିର ସ୍ମରଣୀୟ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସର ରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଏକ ପେଡ୍ ମା କେ ନାମ୍ ଅଭିଯାନ ରେ ମୁଖ୍ୟମନ୍ତ୍ରୀ ବିଧାନସଭା ପରିସର ରେ ଏକ ରୁଦ୍ରାକ୍ଷ ଚାରା ରୋପଣ କରିଥଲେ।ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ, ବାଚସ୍ପତି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ ।

ପଣ୍ଡିତ ଗୋପବନ୍ଧୁ ଦାସ ବିଧାନସଭା ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.