Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»RatjYatra2024: ଚଳିତ ବର୍ଷ ରଥ ଯାତ୍ରା ବିରଳ, ଦୁଇଦିନ ଧରି ହେବ ରଥଟଣା
ଆଜିର ଖବର

RatjYatra2024: ଚଳିତ ବର୍ଷ ରଥ ଯାତ୍ରା ବିରଳ, ଦୁଇଦିନ ଧରି ହେବ ରଥଟଣା

July 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
RatjYatra2024: ଚଳିତ ବର୍ଷ ରଥ ଯାତ୍ରାରେ ବିରଳ, ଦୁଇଦିନ ଧରି ହେବ ରଥଟଣା

ଭୁବନେଶ୍ବର: ଆଜି ହେଉଛି ରଥଯାତ୍ରା। ତେବେ ସବୁ ବର୍ଷ ରଥାଯାତ୍ରା ହୁଏ। ହେଲେ ଏଥର ରଥଯାତ୍ରା ହେଉଛି ଏକ ବିରଳ ରଥଯାତ୍ରା। କାରଣ ହେଲା ଏଥର ରଥଯାତ୍ରା ଦୁଇଦିନ ଧରି ହେବ। ଚଳିତ ବର୍ଷ ଅନବସର ପନ୍ଦର ଦିନ ପରିବର୍ତ୍ତେ ତେର ଦିନ ପଡିଥିଲା। ଫଳରେ ଶ୍ରୀଜିୟୁଙ୍କର ନବଯୌବନ ଦର୍ଶନ ଏବଂ ରଥଯାତ୍ରା ଗୋଟିଏ ଦିନରେ ପଡୁଛି।

ଫଳରେ ନୀତିକାନ୍ତି ଶେଷ ହେବା ପାଇଁ ସମୟ ଲାଗୁଛି। ଆଜି ସମସ୍ତ ନୀତିକାନ୍ତି ଶେଷ ହେଲା ବେଳକୁ ଅପରାହ୍ନ ହୋଇଯାଉଛି। ଆଜି ମନ୍ଦିର ଭିତରେ ଠାକୁରଙ୍କ ନବଯୌବନ ନୀତି ସହିତ ରଥନୀତି ମଧ୍ୟ କରାଯିବ। ସେଥିପାଇଁ ଆଜି ଦିନ ଗୋଟାଏ ବେଳେ ଶ୍ରୀଜିୟୁଙ୍କର ପହଣ୍ଡି ବିଜେ କରାଯିବ। ସେହିପରି ରଥଟଣା ଆଜି ଅପରାହ୍ନ ପାଞ୍ଚଟା ବେଳକୁ ହେବ। ଏତେ ଡେରିରେ ରଥଟଣା ହେଉଥିବାରୁ ଆଜି ଗୁଣ୍ଡିଚା ମନ୍ଦିରରେ ରଥ ପହଞ୍ଚି ପାରିବ ନାହିଁ।ଆସନ୍ତାକାଲି ସକାଳୁ ମଧ୍ୟ ରଥଟଣା ଯିବ।

RathYatra2024 ରଥଯାତ୍ରା ରଥଯାତ୍ରା2024
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026
Latest News

ଅକ୍ଟୋବର ୧୧ ତାରିଖ ରାଶିଫଳ: ଆଜି ତିନୋଟି ରାଶି ପାଇଁ ବେଶ ଆନନ୍ଦଦାୟକ, ଆର୍ଥିକ ଲାଭ ସମ୍ଭାବନା

October 11, 2026

ନଦୀରେ ବୁଡ଼ି ୨ ଭାଇ ମୃତ

October 10, 2026

ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ଗିରଫ, ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

October 10, 2026

ମୃତ୍ୟୁର ମାସକ ପରେ ମାଟି ତଳୁ କଢ଼ା ହେଲା ଶବ

October 10, 2026

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.