Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ବାର୍ଷିକ ରଥଯାତ୍ରା ମହୋତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି
ଆଜିର ଖବର

ପୁରୀରେ ବାର୍ଷିକ ରଥଯାତ୍ରା ମହୋତ୍ସବରେ ଯୋଗ ଦେଲେ ରାଷ୍ଟ୍ରପତି

July 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ପବିତ୍ର ସହର ପୁରୀରେ ଆୟୋଜିତ ବାର୍ଷିକ ରଥଯାତ୍ରା ମହୋତ୍ସବରେ ଯୋଗ ଦେଇଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ସେ ତାଙ୍କ ଅନୁଭୂତି ବିଷୟରେ ଲେଖିଛନ୍ତି: “ଜୟ ଜଗନ୍ନାଥ! ଆଜି ପୁରୀରେ ପବିତ୍ର ରଥଯାତ୍ରା ଅବସରରେ ହଜାର ହଜାର ଭକ୍ତଙ୍କ ଦ୍ୱାରା ବଡ଼ଠାକୁର ବଳଭଦ୍ର, ମାଆ ସୁଭଦ୍ରା ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥ ଟଣା ଦେଖି ମୁଁ ଦିବ୍ୟ ଅନୁଭୂତି ଲାଭ କଲି।

ମୁଁ ମଧ୍ୟ ଶତାବ୍ଦୀ ଶତାବ୍ଦୀ ଧରି ପାଳିତ ହୋଇଆସୁଥିବା ଏହି ଆଧ୍ୟାତ୍ମିକ ମହାପର୍ବରେ ଅଂଶଗ୍ରହଣ କଲି ଏବଂ ଶ୍ରୀକ୍ଷେତ୍ରକୁ ଆସିଥିବା ଶ୍ରଦ୍ଧାଳୁମାନଙ୍କ ସହ ଏକାତ୍ମ ହୋଇଗଲି। ପରଂବ୍ରହ୍ମଙ୍କ ସର୍ବବ୍ୟାପକତାକୁ ଅନୁଭବ କରିବା ପାଇଁ ଏହା ଥିଲା ମୋ ପାଇଁ ଏକ ମଙ୍ଗଳମୟ ମୁହୂର୍ତ୍ତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପାରୁ ସମଗ୍ର ବିଶ୍ୱରେ ଶାନ୍ତି ଓ ସମୃଦ୍ଧି ଅବ୍ୟାହତ ରହୁ, ଏହା ମୋର ଆନ୍ତରିକ କାମନା।”

ଦ୍ରୌପଦୀ ମୁର୍ମୁ ପୁରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026
Latest News

ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ପାରିଲେନି ତିନିଠାକୁର, ଶୁକ୍ରବାର ସକାଳେ ପୁଣି ହେବ ରଥ ଟଣା

July 16, 2026

ଆରଜେଡିରୁ ଇସ୍ତଫା ଦେଲେ ମୃତ୍ୟୁଞ୍ଜୟ ତିୱାରୀ

July 16, 2026

ଗ୍ରାମରେ ମଦ ଭାଟିକୁ ନେଇ ଗର୍ଜିଲେ ମହିଳା: ଭାଙ୍ଗିଲେ ମଦ ଭାଟି

July 16, 2026

ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ରଥଯାତ୍ରା ଦେଖିବାକୁ ଲକ୍ଷାଧିକ ଭକ୍ତ ସମାଗମ

July 16, 2026

ବାଣପୁରରେ ଆରଏସଏସ ଓ ଏବିଭିପି ପକ୍ଷରୁ ରଥଯାତ୍ରା ସେବା କାର୍ଯ୍ୟ

July 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.