Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୨ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ମସ୍କୋରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

୨୨ତମ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ମସ୍କୋରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ

July 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ସରକାରୀ ଗସ୍ତରେ ମସ୍କୋରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୁକୋଭୋ-୨ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରୁଷର ପ୍ରଥମ ଉପପ୍ରଧାନମନ୍ତ୍ରୀ ଡେନିସ ମାନ୍ତୁରୋଭ ସ୍ୱାଗତ କରିବା ସହ ଅନୁଷ୍ଠାନିକ ଭାବେ ସମ୍ବର୍ଦ୍ଧନା ମଧ୍ୟ ଦିଆଯାଇଥିଲା।

ତାଙ୍କ ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହ ମିଳିତ ଭାବେ ଭାରତ-ରୁଷ ବାର୍ଷିକ ଶିଖର ସମ୍ମିଳନୀରେ ସହ-ଅଧ୍ୟକ୍ଷତା କରିବେ। ମସ୍କୋରେ ଥିବା ପ୍ରବାସୀ ଭାରତୀୟ ମାନଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଭାବ ବିନିମୟ କରିବେ।

ବାର୍ଷିକ ଶିଖର ସମ୍ମିଳନୀ ଭାରତ-ରୁଷ ମସ୍କୋ
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଭୁଜାଲିରେ ହାଣିଲେ

September 19, 2026

DUSU ନିର୍ବାଚନ ଫଳାଫଳ: ବାଜି ମାରିଲା ABVP, NSUI ର ବଡ଼ ପରାଜୟ

September 19, 2026

ଠକେଇ ମାମଲା : ବିଜେଡ଼ି କର୍ପୋରେଟର ଅଟକ

September 19, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026
Latest News

ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଭୁଜାଲିରେ ହାଣିଲେ

September 19, 2026

DUSU ନିର୍ବାଚନ ଫଳାଫଳ: ବାଜି ମାରିଲା ABVP, NSUI ର ବଡ଼ ପରାଜୟ

September 19, 2026

ଠକେଇ ମାମଲା : ବିଜେଡ଼ି କର୍ପୋରେଟର ଅଟକ

September 19, 2026

ବୋଲେରୋ-ବାଇକ ମୁହାଁମୁହିଁ ଧକ୍କା, ପୂର୍ବତନ ସମିତିସଭ୍ୟ ମୃତ; ଜଣେ ଗୁରୁତର

September 19, 2026

ଅପରାଧୀ ଓ ଅସାମାଜିକଙ୍କ ଉପରେ କଡ଼ା ନଜର: ୨୧ରୁ ରାଜ୍ୟବ୍ୟାପୀ ‘ଦମନ’ ଅଭିଯାନ

September 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.