Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ବିଜେପିର ବରିଷ୍ଠ ନେତା ଅରୁଣ ସିଂ, ରାଜ୍ୟ କର୍ମକର୍ତ୍ତାଙ୍କ ବୈଠକରେ ଫୁଙ୍କିଲେ ମନ୍ତ୍ର
ଆଜିର ଖବର

ଓଡିଶାରେ ବିଜେପିର ବରିଷ୍ଠ ନେତା ଅରୁଣ ସିଂ, ରାଜ୍ୟ କର୍ମକର୍ତ୍ତାଙ୍କ ବୈଠକରେ ଫୁଙ୍କିଲେ ମନ୍ତ୍ର

July 9, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ବିଜେପିର ବରିଷ୍ଠ ନେତା ଅରୁଣ ସିଂ, ରାଜ୍ୟ କର୍ମକର୍ତ୍ତାଙ୍କ ବୈଠକରେ ଫୁଙ୍କିଲେ ମନ୍ତ୍ର

ଭୁବନେଶ୍ୱର: ଓଡ଼ିଶାରେ ନିର୍ବାଚନ ସରିଛି ଓ ବିଜେପି ଏକାକି ସରକାର ଗଠନ କରିଛି । ଏହି ନିର୍ବାଚନରେ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତାମାନେ ଅକ୍ଳାନ୍ତ ପରିଶ୍ରମ କରିଥିଲେ, ସେମାନଙ୍କ ଉଦ୍ୟମ ଯୋଗୁଁ ଓଡ଼ିଶାରେ ବିଜେପି ପ୍ରଥମ ଥର ପାଇଁ ଏକାକି ସରକାର ଗଠନ କରିବାକୁ ସକ୍ଷମ ହୋଇଛି।

ଏବେ ଓଡ଼ିଶାରେ “ଡବଲ ଇଞ୍ଜିନ” ସରକାର ହୋଇଛି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଓ ମାର୍ଗଦର୍ଶନରେ ଓଡ଼ିଶା ଖୁବଶୀଘ୍ର ଦେଶର ଏକ ନମ୍ବର ରାଜ୍ୟରେ ପରିଣତ ହେବ। ଓଡ଼ିଶାର ବିକାଶ ପାଇଁ ମୋଦିଜୀ ସର୍ବଦା ବଦ୍ଧପରିକର ଅଛି ବୋଲି ପୂର୍ବତନ ରାଜ୍ୟ ପ୍ରଭାରୀ ତଥା ରାଷ୍ଟ୍ରୀୟ ସାଧାରଣ ସଂପାଦକ ଶ୍ରୀ ଅରୁଣ ସିଂହ କହିଛନ୍ତି।

ଶ୍ରୀ ସିଂହ କହିଛନ୍ତି ଯେ, ତୃଣମୂଳସ୍ତରରେ ପାର୍ଟିକୁ ଅଧିକ ସୁଦୃଢ଼ କରିବା ପାଇଁ ଉଦ୍ୟମ ଜାରି ରହିଛି। କାର୍ଯ୍ୟକର୍ତା ଓ ନେତାମାନେ ଉତ୍ସାହର ସହ କାର୍ଯ୍ୟ କରୁଛନ୍ତି ଓ ଓଡ଼ିଶାବାସୀଙ୍କ ସେବାରେ ମନନିବେଶ କରିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନାଗୁଡିକ ଓଡ଼ିଶାର ଘରେ ଘରେ ପହଂଚାଇବାକୁ ଶ୍ରୀ ସିଂହ କାର୍ଯ୍ୟକର୍ତ୍ତାମାନଙ୍କୁ ପରାମର୍ଶ ଦେଇଛନ୍ତି।

ଗତକାଲି ଶ୍ରୀ ସିଂହ ପୁରୀ ଯାଇ ରଥାରୁଢ ମହାପ୍ରଭୁ ଶ୍ରୀଜୀଉଙ୍କୁ ଦର୍ଶନ କରିଥିଲେ। ଆଜି ରାଜ୍ୟ କାର୍ଯ୍ୟାଳୟରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ସମେତ ଅନେକ ବରିଷ୍ଠ ଓ ପୁରାତନ ନେତା, କର୍ମୀଙ୍କୁ ଭେଟି ସଂଗଠନ ବିଷୟରେ ଆଲୋଚନା କରିଛନ୍ତି।

ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 21, 2026

୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ, ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

March 21, 2026

“ପାକିସ୍ତାନର ପରମାଣୁ ଅସ୍ତ୍ର ଆମେରିକା ପାଇଁ ବିପଦ”: ଆମେରିକୀୟ ସାଂସଦ

March 21, 2026

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026
Latest News

ମନୁଷ୍ୟକୃତ ଜଙ୍ଗଲ ନିଆଁ କ୍ଷେତ୍ରରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

March 21, 2026

୨୪ ତମ ଜାତୀୟ ପାରା ଆଥଲେଟିକ୍ ଚାମ୍ପିୟାନସିପ ଉଦଯାପିତ, ପୁରସ୍କୃତ କଲେ ମୁଖ୍ୟମନ୍ତ୍ରୀ

March 21, 2026

“ପାକିସ୍ତାନର ପରମାଣୁ ଅସ୍ତ୍ର ଆମେରିକା ପାଇଁ ବିପଦ”: ଆମେରିକୀୟ ସାଂସଦ

March 21, 2026

ଅନୁଗୋଳ ଡେରଜାଙ୍ଗ ଡ୍ୟାମ୍‌ରେ ‘ବୋଟିଂ ସୁବିଧା’ର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

March 21, 2026

Breaking News: ବିଜେଡ଼ି ରୁ ବିଦା ହେଲେ ୬ ବିଧାୟକ

March 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.