Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ପରିଚାଳନା କ୍ଷେତ୍ରରେ କର୍ମଚାରୀଙ୍କ ଅଂଶଗ୍ରହଣ ବୈଠକ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ପରିଚାଳନା କ୍ଷେତ୍ରରେ କର୍ମଚାରୀଙ୍କ ଅଂଶଗ୍ରହଣ ବୈଠକ

July 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପରିଚାଳନା କ୍ଷେତ୍ରରେ କର୍ମଚାରୀ/ଶ୍ରମିକମାନଙ୍କ ଅଂଶଗ୍ରହଣର ଏକ ଅଂଶ ଭାବରେ ଆଜି ପୂର୍ବତଟ ରେଳପଥ ମୁଖ୍ୟାଳୟ, ରେଳ ସଦନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଅଛି। ମିଳିତ ଭାବରେ ଅଧିକ ପ୍ରଭାବଶାଳୀ ମାଧ୍ୟମରେ କାର୍ଯ୍ୟ କରିବାକୁ ଲକ୍ଷ୍ୟ ରଖିଥିବା ଏହି ବୈଠକରେ ସ୍ୱୀକୃତିପ୍ରାପ୍ତ ଶ୍ରମିକ ସଂଗଠନ/ଟ୍ରେଡ ୟୁନିଅନ, ଅଧିକାରୀ ସଂଘ ଏବଂ ଆରପିଏଫ ସଂଗଠନର ପ୍ରତିନିଧୀଙ୍କ ସକ୍ରିୟ ଭାବେ ଅଂଶଗ୍ରହଣ କରିଥିଲେ।

ପରିଚାଳନା କ୍ଷେତ୍ରରେ କର୍ମଚାରୀଙ୍କ ଅଂଶଗ୍ରହଣ ବୈଠକର ଧାରଣା ରେଳବାଇ ପାଇଁ ଅତୁଳନୀୟ ଏବଂ ସଂଗଠନର ଜୀବନ୍ତ ତଥା ପରିପକ୍ୱ ଶିଳ୍ପ ସମ୍ପର୍କର ଏକ ପ୍ରମାଣ ଭାବରେ ଛିଡା ହୋଇଛି। ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଏହି ବୈଠକରେ ଅଧ୍ୟକ୍ଷତା କରି ରେଳ ଚଳାଚଳ ବୃଦ୍ଧିରେ ସହଯୋଗୀ ପ୍ରୟାସର ପ୍ରମୁଖତା ସମ୍ବନ୍ଧରେ ଗୁରୁତ୍ୱାରୋପ କରିଥିଲେ। ରେଳ ବ୍ୟବସ୍ଥାରେ ବିଭିନ୍ନ ପରିଚାଳନଗତ ଅଞ୍ଚଳରେ କୃତିମ ବୁଦ୍ଧିମାତାର ବ୍ୟବହାରକୁ ଆକଳନ କରିବା ପାଇଁ ଏକ ସମ୍ପୂର୍ଣ୍ଣ ବିଚାର ବିମର୍ଶ କରାଯାଇଥିଲା।

ଏହି ବୈଠକରେ ପୂର୍ବତଟ ରେଳପଥର ଅତିରିକ୍ତ ମହାପ୍ରବନ୍ଧକ ମହେଶ କୁମାର ବେହେରାଙ୍କ ସହିତ ରେଳପଥର ବିଭିନ୍ନ ବିଭାଗର ବିଭାଗୀୟ ପ୍ରମୁଖ ଅଧିକାରୀ ମାନେ ମଧ୍ୟ ଯୋଗଦାନ କରିଥିଲେ। ଏହି କାର୍ଯ୍ୟକ୍ରମକୁ ଉପ ମହାପ୍ରବନ୍ଧକ କୌଶଳେନ୍ଦ୍ର କିଶୋର ଖଡଙ୍ଗା ସଂଯୋଜନା କରି ସୁଗମ ତଥା ଫଳପ୍ରଦ ଆଲୋଚନାକୁ ସୁନିଶ୍ଚିତ କରିଥିଲେ।

ପରମେଶ୍ୱର ଫୁଙ୍କୱାଲ ପୂର୍ବତଟ ରେଳପଥ ଶ୍ରମିକ ସଂଗଠନ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026
Latest News

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କର ପ୍ରଥମ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେଲେ ରକ୍ଷାମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

March 17, 2026

ଉତ୍ତରାଖଣ୍ଡ ଚାରିଧାମ ଯାତ୍ରା ପାଇଁ ପ୍ରବଳ ଉତ୍ସାହ: ୧୦ ଦିନରେ ୬ ଲକ୍ଷରୁ ଅଧିକ ପଞ୍ଜୀକରଣ

March 17, 2026

ମହଙ୍ଗା ପଡ଼ିପାରେ କ୍ରିକେଟରେ ହସ୍ତକ୍ଷେପ କରିବା: ସରକାରଙ୍କୁ ଚେତାବନୀ ଦେଲା ବାଂଲାଦେଶ ବୋର୍ଡ

March 17, 2026

ଜେଡିୟୁରୁ ​​ଅଲଗା ହେବା ପରେ କେସି ତ୍ୟାଗୀଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ?

March 17, 2026

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.