Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଷ୍ଟ୍ରିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
ଆଜିର ଖବର

ଅଷ୍ଟ୍ରିଆ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ

July 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଏନା ଠାରେ ଅଷ୍ଟ୍ରିଆ ରାଷ୍ଟ୍ରପତି ମହାମହିମ ମିଃ. ଆଲେକ୍‌ଜାଣ୍ଡାର ଭନ୍‌ ଡର୍‌ ବେଲେନ୍‌ଙ୍କୁ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭନ୍‌ ଡର୍‌ ବେଲେନ୍‌ ପ୍ରଧାନମନ୍ତ୍ରୀଙ୍କୁ ତୃତୀୟ ଥର ଐତିହାସିକ ଦାୟିତ୍ୱ ଗ୍ରହଣ ପାଇଁ ଶୁଭେଚ୍ଛା ଜଣାଇଛନ୍ତି।

ଦୁଇ ଦେଶ ନିଜର କୂଟନୀତିକ ସମ୍ପର୍କର ୭୫ ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ ତାଙ୍କର ଅଷ୍ଟ୍ରିଆ ଗସ୍ତ ଏହାକୁ ଐତିହାସିକ ଏବଂ ସ୍ୱତନ୍ତ୍ର କରିଛି ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ। ଉଭୟ ନେତା ପାରସ୍ପରିକ ହିତ ସମ୍ବନ୍ଧୀୟ ଦ୍ୱିପାକ୍ଷିକ ଓ ବିଶ୍ୱସ୍ତରୀୟ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ସେମାନେ ପରିବେଶ ସଂରକ୍ଷଣ ଓ ବିଶ୍ୱ ଉତ୍ତାପନ ମୁକାବିଲା ଉପରେ ମତ ବିନିମୟ କରିଥିଲେ।

ଏହି ପରିପ୍ରେକ୍ଷୀରେ ଉଭୟ ନେତା ଅକ୍ଷୟ ଶକ୍ତି, ବିଶେଷକରି ସୌର, ଜଳ ଏବଂ ଜୈବ ଇନ୍ଧନ ଭଳି କ୍ଷେତ୍ରରେ ସହଯୋଗର ପାରସ୍ପରିକ ଲାଭଦାୟକ ସୁଯୋଗ ବିଷୟରେ ଆଲୋଚନା କରିଥିଲେ। ରାଷ୍ଟ୍ରପତି ଭନ୍ ଡର୍ ବେଲେନଙ୍କୁ ତାଙ୍କ ସୁବିଧା ଅନୁସାରେ ଭାରତ ଗସ୍ତ ପାଇଁ ନିମନ୍ତ୍ରଣ କୁ ପ୍ରଧାନମନ୍ତ୍ରୀ ଦୋହରାଇଥିଲେ।

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

June 3, 2026

ରୁଷ ତୈଳକୁ ନେଇ ଆମେରିକାର ଚାପ, ଭାରତର କଡ଼ା ଜବାବ

June 3, 2026

ଜାପାନରେ ଓଡ଼ିଶାର ଗୌରବ: ଭାରତର ପ୍ରତିନିଧିତ୍ଵ କଲେ ରାଜ୍ୟର ୪ ମେଧାବୀ ଛାତ୍ରଛାତ୍ରୀ

June 3, 2026

ଓଡ଼ିଶାରେ ଏସଆଇଆର ଅଭିଯାନ: ଚତୁର୍ଥ ଦିନରେ ୪୧ ଲକ୍ଷରୁ ଅଧିକ ଭୋଟରଙ୍କୁ ଫର୍ମ ବଣ୍ଟନ ଶେଷ

June 3, 2026
Latest News

ସହରୀ ଯୋଜନା କ୍ଷମତାର ସୁଦୃଢ଼ୀକରଣ ପାଇଁ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

June 3, 2026

ରୁଷ ତୈଳକୁ ନେଇ ଆମେରିକାର ଚାପ, ଭାରତର କଡ଼ା ଜବାବ

June 3, 2026

ଜାପାନରେ ଓଡ଼ିଶାର ଗୌରବ: ଭାରତର ପ୍ରତିନିଧିତ୍ଵ କଲେ ରାଜ୍ୟର ୪ ମେଧାବୀ ଛାତ୍ରଛାତ୍ରୀ

June 3, 2026

ଓଡ଼ିଶାରେ ଏସଆଇଆର ଅଭିଯାନ: ଚତୁର୍ଥ ଦିନରେ ୪୧ ଲକ୍ଷରୁ ଅଧିକ ଭୋଟରଙ୍କୁ ଫର୍ମ ବଣ୍ଟନ ଶେଷ

June 3, 2026

ବୁଲେଟ୍ ଟ୍ରେନ୍ ପ୍ରକଳ୍ପରେ ନୂଆ ମାଇଲଖୁଣ୍ଟ: ମହାରାଷ୍ଟ୍ରରେ ତୃତୀୟ ସୁଡ଼ଙ୍ଗ ଖନନ କାର୍ଯ୍ୟ ସଫଳ

June 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.