Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ଆଜିର ଖବର

ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗରେ ଦୁଃଖ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

July 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଗୀତ ଗାଉଗାଉ ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ ବୀରେନ୍ଦ୍ର ଦାସ ଟଳି ପଡିଥିଲେ। ତାଙ୍କୁ ଡାକ୍ତର ମୃତ୍ୟୁ ଘୋଷଣା କରିଥିଲେ। ଅତିରିକ୍ତ ଜିଲ୍ଲାପାଳଙ୍କ ଅକାଳ ବିୟୋଗ ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଠାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପର୍ଯ୍ୟନ୍ତ ସମସ୍ତେ ଦୁଃଖ ପ୍ରକାଶ କରିଛନ୍ତି।

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଗଜପତି ଜିଲ୍ଲାର କାର୍ଯ୍ୟରତ ଅତିରିକ୍ତ ଜିଲ୍ଲାପାଳ ବିରେନ୍ଦ୍ର କୁମାର ଦାସଙ୍କ ଆକସ୍ମିକ ବିୟୋଗ ଖବର ଦୁଃଖଦାୟକ। ଜଣେ ଦକ୍ଷ ଓ କର୍ମଠ ଅଧିକାରୀ ଭାବେ ସାଧାରଣ ଲୋକଙ୍କ ସମସ୍ୟା ସମାଧାନ ଦିଗରେ ତାଙ୍କର ନିଷ୍ଠାପର କାର୍ଯ୍ୟ ସର୍ବଦା ପ୍ରେରଣାଦାୟୀ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି।

ଅତିରିକ୍ତ ଜିଲ୍ଲାପାଳ ଗଜପତି ଜିଲ୍ଲା ପୂର୍ବତନ ମୁଖ୍ୟମନ୍ତ୍ରୀ ବୀରେନ୍ଦ୍ର ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026
Latest News

ଭାରତ ବିରୋଧୀ ମୌଲାନା ମାମୁନାଲ୍ ହକ୍‌ଙ୍କ ପରାଜୟ: ତାରିକ ରହମାନଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

February 13, 2026

ଜାଇକା ସହାୟତାପ୍ରାପ୍ତ ବନ ପ୍ରକଳ୍ପଗୁଡ଼ିକର ୧୪ତମ ଜାତୀୟ କର୍ମଶାଳା

February 13, 2026

“ଓଏସ-ସିଆଟି ମାଧ୍ୟମରେ ରାଜ୍ୟସ୍ତରୀୟ IT ଦକ୍ଷତା ବୃଦ୍ଧି ପ୍ରଶିକ୍ଷଣ” କାର୍ଯ୍ୟକ୍ରମର ଶୁଭାରମ୍ଭ

February 13, 2026

ପେନସନଭୋଗୀଙ୍କ କଲ୍ୟାଣ ସଂକ୍ରାନ୍ତ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କଲେ ଦୂରସଞ୍ଚାର ବିଭାଗର ସିଜିସିଏ

February 13, 2026

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

February 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.