Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପହଣ୍ଡି ବେଳେ ବଡଠାକୁର ପଡିଯିବା ଘଟଣା, ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଅରବିନ୍ଦ ପାଢୀଙ୍କୁ ଦାୟିତ୍ବ
ଆଜିର ଖବର

ପହଣ୍ଡି ବେଳେ ବଡଠାକୁର ପଡିଯିବା ଘଟଣା, ବଦଳିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଅରବିନ୍ଦ ପାଢୀଙ୍କୁ ଦାୟିତ୍ବ

July 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଗୁଣ୍ଡିଚା ମନ୍ଦିରକୁ ବଡଠାକୁର ପହଣ୍ଡି ବିଜେ ବେଳେ ଚାରମାଳ ଉପରେ ପଡିଯିବା ଘଟଣାକୁ ସରକାର ଗୁରୁତର ସହ ନେଇଛନ୍ତି। ଆଜି ସକାଳେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ସରକାର ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ବରିଷ୍ଠ ଆଇଏଏସ ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଭାବେ ନିଯୁକ୍ତି ଦିଆଯାଇଛି।

ଏ ନେଇ ଆଜି ଆଇନ ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେହି ଅନୁସାରେ କୃଷି ଓ କୃଷକ ଶସକ୍ତିକରଣ ବିଭାଗର ଶାସନ ସଚିବ ଅଛନ୍ତି। ସେ ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଭାବେ କାର୍ଯ୍ୟ କରିଛନ୍ତି। ସେହି ଅଭିଜ୍ଞତାକୁ ପାଥେୟ କରି ରଥଯାତ୍ରା ଚାଲୁଥିବା ସମୟରେ ସରକାର ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତି ଗ୍ରହଣ କରିଛନ୍ତି।

shree-mandir ଅରବିନ୍ଦ ପାଢୀ ଡ ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.