Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ବାହୁଡ଼ାରେ ସୃଷ୍ଟି ହୋଇପାରେ ଲଘୁଚାପ, ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

July 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଜୁଲାଇ ୧୫ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ସୋଆର ପରିବେଶ ଏବଂ ଜଳବାୟୁ କେନ୍ଦ୍ର (ସିଇସି) ପକ୍ଷରୁ ସୂଚନା ଦିଆଯାଇଛି।

ଜୁଲାଇ ୧୪ରେ ସେହି ଅଂଚଳରେ ଏକ ଅପର୍ ଏୟାର ସାଇକ୍ଲୋନିକ୍ ସର୍କୁଲେସନ୍ ର ସୃଷ୍ଟି ହେବା ଫଳରେ ଏହି ଲଘୁଚାପ ରୂପ ନେଇପାରେ।

ଏହାର ପ୍ରଭାବରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଜୁଲାଇ ୧୪ରୁ ୧୭ ମଧ୍ୟରେ ଦକ୍ଷିଣ ଓଡ଼ିଶାର କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ସିଇସି ପକ୍ଷରୁ କୁହାଯାଇଛି।

ଉତ୍ତର ପ୍ରଦେଶରୁ ଦକ୍ଷିଣ ଓଡ଼ିଶା ଉପକୂଳ ପର୍ଯ୍ୟନ୍ତ ବ୍ୟାପ୍ତ ହୋଇଥିବା ଦୂର୍ବଳ ଅପର୍ ଏୟାର ଟ୍ରଫ୍ ଲାଇନ୍ ଯୋଗୁଁ ଉତର ଏବଂ ଉପକୂଳ ଜିଲ୍ଲାଗୁଡ଼ିକରେ ଜୁଲାଇ ୧୨ ଏବଂ ୧୩ ମଧ୍ୟରେ କେତେକ ସ୍ଥାନରେ ମଧ୍ୟମ ଧରଣର ଏବଂ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଜୁଲାଇ ୧୮ କିମ୍ବା ୧୯ ତାରିଖ ବେଳକୁ ଅବପାତର ରୂପ ନେବା ସହ ଜୁଲାଇ ୨୦ ତାରିଖ ସନ୍ଧ୍ୟାରେ ଉତର ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହା ଫଳରେ ଜୁଲାଇ ୨୧ ତାରିଖ ପର୍ଯ୍ୟନ୍ତ ଉତର, ପଶ୍ଚିମ ଏବଂ ଉପକୂଳ ଜିଲ୍ଲା ଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ସିଇସି ସୂଚନା ଦେଇଛି।

ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓଡ଼ିଶା ଉପକୂଳ ପ୍ରବଳ ବର୍ଷା ଲଘୁଚାପ ସିଇସି
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025
Latest News

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ନିର୍ଣ୍ଣାୟକ ଲଢେଇ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ଫାଇନାଲ ମ୍ୟାଚ୍?

July 22, 2025

ସୁନା ଶସ୍ତା ହେଲା ନା ମହଙ୍ଗା?, ଜାଣନ୍ତୁ ଆଜିର ମୂଲ୍ୟ

July 22, 2025

‘ଏହା କୌଣସି ସାଧାରଣ ଘଟଣା ନୁହେଁ, ବହୁତ କିଛି ହେବାକୁ ଯାଉଛି…’: ଧନଖରଙ୍କ ଇସ୍ତଫା ଉପରେ ସଂଜୟ ରାଉତ ଆଶଙ୍କା

July 22, 2025

ଅଜଣା ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତ ଦେହ ଉଦ୍ଧାର: ପୋଲିସ ର ତଦନ୍ତ ଜାରି

July 22, 2025

ଚେସ୍ ମହିଳା ବିଶ୍ୱକପ୍‌ର ସେମିଫାଇନାଲ୍‌ରେ ପହଞ୍ଚିଲେ ଦିବ୍ୟା ଦେଶମୁଖ, ଜିତିବା ପରେ ହେଲେ ଭାବପ୍ରବଣ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.