Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ପୁରସ୍କାର ରାଶି ଘୋଷଣା
ଆଜିର ଖବର

ସୁଦର୍ଶନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ପୁରସ୍କାର ରାଶି ଘୋଷଣା

July 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଅନ୍ତର୍ଜାତୀୟ ବାଲୁକା କଳା ଚାମ୍ପିଅନସିପରେ ବିଜୟୀ ହୋଇ ସ୍ଵର୍ଣ୍ଣ ପଦକ ହାସଲ କରିବା ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଆଜି ଭୁବନେଶ୍ଵରରେ ପହଞ୍ଚିଛନ୍ତି। ଭୁବନେଶ୍ଵରରେ ପହଞ୍ଚିବା ପରେ ସେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ଭେଟିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପଦ୍ମଶ୍ରୀ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହା ସହିତ ସମ୍ମାନ ସ୍ୱରୂପ ଦୁଇ ଲକ୍ଷ ଟଙ୍କାର ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ରାଜ୍ୟ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ମଧ୍ୟ ଉପସ୍ଥିତ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ରଥଯାତ୍ରା ଠାରୁ ବାହୁଡା ମଧ୍ୟରେ ଋଷିଆରେ ନିଜର ପ୍ରତିଭା ଦ୍ବାରା ସମ୍ମାନିତ ହେବା ଏକ କଳାତ୍ମକ ସଂଯୋଗ। ସେ କହିଛନ୍ତି ଯେ ସୁଦର୍ଶନ ବାବୁ ନନ୍ଦିଘୋଷ ରଥକୁ ଋଷିଆରେ ପ୍ରଦର୍ଶିତ କରି ଓଡ଼ିଆ ଅସ୍ମିତାକୁ ବିଶ୍ଵ ସ୍ତରକୁ ନେଇ ପାରିଛନ୍ତି।

ପଦ୍ମଶ୍ରୀ ପୁରସ୍କାର ରାଶି ବାଲୁକା ଶିଳ୍ପୀ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା ସୁଦର୍ଶନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Latest News

ବିଶ୍ୱର ନମ୍ବର-୧ ନେତା ହେଲେ ପ୍ରଧାନମନ୍ତ୍ରୀ ମୋଦି!: ବହୁତ ଦୂରରେ ଟ୍ରମ୍ଫ-ପୁଟିନ

February 26, 2026

୨୮ରୁ ରାଜ୍ୟରେ କିଶୋରୀ କନ୍ୟାଙ୍କ ପାଇଁ ଆରମ୍ଭ ହେବ ଜରାୟୁ କର୍କଟ ଟିକାକରଣ କାର୍ଯ୍ୟକ୍ରମ

February 26, 2026

ପାଞ୍ଚଦିନିଆ “ଗବେଷଣା ପଦ୍ଧତି କର୍ମଶାଳା” ସଫଳତାର ସହ ଆୟୋଜିତ

February 26, 2026

ରାଜ୍ୟରେ ଶିଳ୍ପାୟନ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ଅଣ୍ଟା ଭିଡ଼ିଲା ଶିଳ୍ପ ବିଭାଗ

February 26, 2026

ବଳଦେବ ଜୀଉଙ୍କ ନୂତନ ବ୍ରହ୍ମ ତାଳଧ୍ୱଜ ରଥର ନିର୍ମାଣ ପାଇଁ ଏକ କୋଟିର ସ୍ୱତନ୍ତ୍ର ଅନୁଦାନ

February 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.