Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ନିଳାଦ୍ରୀ ବିଜେ ସରିବା ଯାଏଁ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ମନ୍ତ୍ରୀ
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ନିଳାଦ୍ରୀ ବିଜେ ସରିବା ଯାଏଁ ପୁରୀରେ ରହିବେ ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଦୁଇ ମନ୍ତ୍ରୀ

July 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆଜି ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁଙ୍କ କୌଣସି ଅସୁବିଧା ନହେବ ତାହା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।

BJP Ads
ପୁରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଭାତୀ ପରିଡା ମୋହନ ଚରଣ ମାଝୀ ସୂର୍ଯ୍ୟବଂଶୀ ସୂରଜ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025
BJP Ads
Latest News

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ବାଲୁଗାଁ ଗାନ୍ଧିଛକ ନିକଟସ୍ଥ ସୁନା ଦୋକାନରୁ ଚୋରି ଉଦ୍ୟମ: ଦୁଇ ଗିରଫ

October 31, 2025

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.