Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୪୬ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, କମିଟ ସଦସ୍ୟଙ୍କ ଭିତରକୁ ଯିବା ପାଇଁ ପ୍ରଚେଷ୍ଠା
ଆଜିର ଖବର

୪୬ ବର୍ଷ ପରେ ଖୋଲିଲା ରତ୍ନ ଭଣ୍ଡାର, କମିଟ ସଦସ୍ୟଙ୍କ ଭିତରକୁ ଯିବା ପାଇଁ ପ୍ରଚେଷ୍ଠା

July 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଶେଷରେ ବହୁ ବାଦବିବାଦ ପରେ ଖୋଲିଛି ରତ୍ନ ଭଣ୍ଡାର। ପ୍ରଥମେ ଶ୍ରୀଲୋକନାଥଙ୍କ ନିକଟରେ କରାଯାଇଥିଲା ପୂଜାପାଠ। ଏହାପରେ ମା ବିମଳା ଏବଂ ମା ଲକ୍ଷ୍ମୀଙ୍କ ନିକଟରୁ ଅନୁମତି ଆସିବା ପରେ ବାହାର ରତ୍ନ ଭଣ୍ଡାର ଖୋଲାଯାଇଛି। ଏହା ନିର୍ଦ୍ଧାରିତ ସମୟ ୧ ଟା ୨୮ ମିନଟରେ ଖୋଲିବା ପରେ ବାହାର ରତ୍ନ ଭଣ୍ଡାରକୁ ତଦାରଖ କରିଛନ୍ତି କମିଟ।

ବାହାର ରତ୍ନ ଭଣ୍ଡାର ବିଭିନ୍ନ ସମୟରେ ପ୍ରଭୃ ସୁନାବେଶ ବେଳ ଖୋଲାଯାଇଥାଏ। ଏହାର ତିନୋଟି ତାଲା ରହିଛି। ଏହି ତିନୋଟି ତାଲାର ତିନୋଟି ଚାବି ତିନି ଜଣଙ୍କ ପାଖରେ ଥାଏ। ଗୋଟିଏ ଗଜପତି ମହାରାଜା, ଗୋଟିଏ ଶ୍ରୀମନ୍ଦିର ପ୍ରଶାସକ ଏବଂ ଆଉ ଏକ ଚାବି ଭଣ୍ଡାର ମେକାପଙ୍କ ପାଖରେ ରହେ।

ଏହାପରେ ଭିତର ରତ୍ନ ଭଣ୍ଡାର ଖୋଲିବା ପାଇଁ ପ୍ରୟାଶ ଆରମ୍ଭ ହୋଇଥିବାର ଜଣାପଡିଛି। ସେହି ଭିତର ରତ୍ନଭଣ୍ଡାରେ କଣ ରହିଛି ତାହା ଜାଣିବା ପାଇଁ ସମସ୍ତେ ଅପେକ୍ଷା କରି ରହିଛନ୍ତି।

RathYatra2024 RatnaBhandar shree-mandir ଖୋଲିଲା ରତ୍ନ ଭଣ୍ଡାର ରତ୍ନ ଭଣ୍ଡାର ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026
Latest News

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.