Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇ ଆହତ
ଆଜିର ଖବର

ସାନ ଭାଇର ଟାଙ୍ଗିଆ ଚୋଟରେ ବଡ଼ଭାଇ ଆହତ

July 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ଥାନା ବଡକୁଡା ଗ୍ରାମରେ ପାରିବାରିକ କଳହରୁ ଦୁଇ ଭାଇଙ୍କ ମଧ୍ୟରେ ବଚସା ହେବାରୁ ସାନଭାଇର ଟାଙ୍ଗିଆ ଚୋଟରେ ବଡ ଭାଇ ଗୁରୁତର ହୋଇ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି।

ପ୍ରକାଶ ଯେ, ସରକାରଙ୍କ ଠାରୁ ଆସୁଥିବା କାଳିଆ ଯୋଜନାରେ ସମସ୍ତ ଟଙ୍କା ବଡ଼ ଭାଇକୁ ନ ଦେଇ ସାନ ଭାଇ ସମସ୍ତ ଭାଗ ପାଉଥିବାରୁ ବଡ ଭାଇ ଓ ସାନ ଭାଇଙ୍କ ମଧ୍ୟରେ ବଚସା ହୋଇଥିଲା ଶେଷରେ ସାନ ଭାଇ ଯୁଗଳ କିଶୋର ସାହୁ ଘରୁ ଟାଙ୍ଗିଆ ଆଣି ବଡ ଭାଇ ଯୁଧିଷ୍ଠିର ସାହୁଙ୍କୁ ମୁଣ୍ଡ ଏବଂ ପିଠିରେ ଦୁଇଥର ଆକ୍ରମଣ କରିଥିଲା। ଗୁରୁତର ହୋଇ ବଡ଼ ଭାଇ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଘଟଣା ଘଟାଇ ସାନ ଭାଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲା।

ପୋଲିସ ଖବର ପାଇ ଘଟଣା ସ୍ଥଳକୁ ପହଞ୍ଚି ତଦନ୍ତ କରୁଥିବା ବେଳେ ରେଢ଼ାଖୋଲ ଥାନାରେ ଏକ ମାମଲା ରୁଜୁ ହୋଇଛି।

କାଳିଆ ଯୋଜନା ରେଢ଼ାଖୋଲ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Latest News

ଇତିହାସରେ ପ୍ରଥମ : ନିଜ ଦେଶରେ ଅତିଥି ଡ୍ରେସିଂ ରୁମ୍‌ରେ ରହିବ ଇଣ୍ଡିଆ

September 12, 2026

ଆପଣଙ୍କର ଚାକିରୀ ସମସ୍ୟା ରହିଛି କି?: ଏହି ପାଞ୍ଚୋଟି କଥାକୁ ଗୁରୁତର ସହ କରନ୍ତୁ ଗ୍ରହଣ

September 12, 2026

କ୍ଷୁଦ୍ର ଜଳବିଦ୍ୟୁତ କ୍ଷେତ୍ରରେ ନୂଆ ପୁଞ୍ଜିନିବେଶ ଆଣିବା ପାଇଁ ଗୁରୁତ୍ୱ ଦେଲେ ଉପ-ମୁଖ୍ୟମନ୍ତ୍ରୀ

September 12, 2026

ପୂର୍ବ ବାସସ୍ଥାନକୁ ଫେରିବ ହାତୀ ‘ମାଧୁରୀ’: ଯତ୍ନ ନେବାରେ ସହଯୋଗ କରିବ ‘ବନତାରା’

September 12, 2026

ସାହେବୀରେ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଓ ଜୀବନ କୌଶଳ ଉପରେ ସଚେତନତା କାର୍ଯ୍ୟକ୍ରମ

September 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.