Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆନ୍ତଃ ରାଜ୍ୟ ବିବାଦ ସମ୍ବନ୍ଧୀୟ ଜଳସେଚନ ପ୍ରକଳ୍ପ ସମୀକ୍ଷା
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଆନ୍ତଃ ରାଜ୍ୟ ବିବାଦ ସମ୍ବନ୍ଧୀୟ ଜଳସେଚନ ପ୍ରକଳ୍ପ ସମୀକ୍ଷା

July 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଓଡିଶା ସହିତ ଜଡିତ ଥିବା ବିଭିନ୍ନ ଆନ୍ତଃ ରାଜ୍ୟ ଜଳସେଚନ ପ୍ରକଳ୍ପ ଗୁଡିକର ସମୀକ୍ଷା କରିଛନ୍ତି। ଉନ୍ନୟନ କମିଶନର ତଥା ଜଳସଂପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟମନ୍ତ୍ରୀଙ୍କୁ ଓଡିଶା ସହିତ ସଂପୃକ୍ତ ଥିବା ବିଭିନ୍ନ ଆନ୍ତଃ ରାଜ୍ୟ ପ୍ରକଳ୍ପ ଗୁଡିକ ସଂପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ।

ମହାନଦୀ, ବଂଶଧାରା, ପୋଲାଭରମ ଆଦି ଆନ୍ତଃ ରାଜ୍ୟ ପ୍ରକଳ୍ପ ସଂପର୍କରେ ଆଲୋଚନା ହୋଇଥିଲା। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ପାଇଁ ଓଡିଶାବାସୀଙ୍କ ସ୍ବାର୍ଥ ସବୁଠାରୁ ଗୁରୁତ୍ବପୂର୍ଣ୍ଣ। ଓଡିଶାର ସ୍ବାର୍ଥ ବିରୋଧୀ, ଓଡିଶାବାସୀଙ୍କ ଜୀବନଜୀବିକାକୁ ପ୍ରଭାବିତ କରୁଥିବା ଏବଂ ଓଡିଶାର ପରିବେଶକୁ ବିପଦ ସୃଷ୍ଟି କରୁଥିବା ସବୁ ପ୍ରକଳ୍ପ ଗୁଡିକୁ ସଂପୂର୍ଣ୍ଣ ବିରୋଧ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଆନ୍ତଃ ରାଜ୍ୟ ବିବାଦ ଜଳସେଚନ ପ୍ରକଳ୍ପ ମୋହନ ଚରଣ ମାଝୀ ଲୋକସେବା ଭବନ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.