Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀରେ ହେବ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା
ଆଜିର ଖବର

ପୁରୀରେ ହେବ ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା

July 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପୁରୀରେ ହେବ ରାଜ୍ୟ ବିଜେପି
ପୁରୀରେ ହେବ ରାଜ୍ୟ ବିଜେପିର କାର୍ଯ୍ୟକାରିଣୀ ବୈଠକ, ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା

ଭୁବନେଶ୍ବର: ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ଓଡିଶା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସେ ଯୋଗ ଦେବା ପାଇଁ ଓଡିଶା ଆସୁଛନ୍ତି। ଏ ନେଇ ରାଜ୍ୟ ବିଜେପି ତରଫରୁ ଏହି ସୂଚନା ଦିଆଯାଇଛି। ସେଥିରେ କୁହାଯାଇଛି ଯେ ଆସନ୍ତା ୧୯ ଏବଂ ୨୦ ତାରିଖରେ ପୁରୀରେ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ। ସେଥିରେ ଶ୍ରୀ ନଡ୍ଡା ଯୋଗଦେବେ।

ପୁରୀର ବ୍ଲ ଲିଲି ହୋଟେଲରେ ଏହି ବୈଠକ କରାଯିବ ବୋଲି ନିଷ୍ପତି କରାଯାଇଛି। ଏଥିରେ ୧୯ ତାରିଖ ସକାଳ ୧୦ଟା ୩୦ରେ ପଦାଧିକାରୀ ବୈଠକ ହେବ। ଅପରାହ୍ନ ୨ଟା ୩୦ରେ କାର୍ଯ୍ୟକାରିଣୀ ବୈଠକ ଉଦଘାଟିତ ହେବ ଏବଂ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ।

ଏହି ବୈଠକରେ ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ। ଏଥିରେ ଚଳିତ ବିଧାନସଭା ଏବଂ ଲୋକସଭା ନିର୍ବାଚନର ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସବୁ ମନ୍ତ୍ରୀ, ସାଂସଦ ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ ବୋଲି କୁହାଯାଇଛି। ରାଜ୍ୟରେ ବିଜେପି ସରକାର ଗଠନ କରିବା ପରେ ଏହା ହେଉଛି ପ୍ରଥମ କାର୍ଯ୍ୟକାରିଣୀ ବୈଠକ।

ଜେ ପି ନଡ୍ଡା ପୁରୀ ବିଜେପି କାର୍ଯ୍ୟକାରିଣୀ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ବରଗଡ଼ ଧନୁଯାତ୍ରା ଉପରେ ଆଧାରିତ ପୂର୍ଣ୍ଣାଙ୍ଗ ପ୍ରାମାଣିକ ଚଳଚ୍ଚିତ୍ର ‘ମାମୁ ଘରକୁ ଯାତ୍ରା’ର ସ୍କ୍ରିନିଂ ଓ ସମ୍ବର୍ଦ୍ଧନା ଉତ୍ସବ

October 4, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ

October 4, 2026

ତୁର୍କୀରୁ କୁଖ୍ୟାତ ନିଶା ମାଫିଆର ସଫଳ ପ୍ରତ୍ୟାର୍ପଣ ଲାଗି ସମସ୍ତ ସମ୍ପୃକ୍ତ ଏଜେନ୍ସିକୁ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଅଭିନନ୍ଦନ

October 4, 2026
Latest News

ଶଶି ଥରୁରଙ୍କୁ ପୁଣି ମିଳିଲା ବୈଦେଶିକ ବ୍ୟାପାର ଦାୟିତ୍ୱ

October 4, 2026

ଥାଳି ଉପରେ ବଡ଼ ସଙ୍କଟ? ଚାଉଳ-ଗହମ-ଡାଲିଠାରୁ ତେଲ ପର୍ଯ୍ୟନ୍ତ ମହଙ୍ଗା ହେବାର ଆଶଙ୍କା

October 4, 2026

ଫୋପାଡ଼ନ୍ତୁ ନାହିଁ ଅଣ୍ଡା ସିଝା ପାଣି : ଗଛ ପାଇଁ ଏହା ବେଷ୍ଟ ‘ଅର୍ଗାନିକ୍ ସାର’

October 4, 2026

ଭଙ୍ଗା ସ୍କ୍ରିନ୍‌ଗାର୍ଡ଼ ବ୍ୟବହାର କରୁଛନ୍ତି କି? ଜାଣନ୍ତୁ କେତେ ଭୟଙ୍କର ହୋଇପାରେ ଏହି ଅଭ୍ୟାସ

October 4, 2026

ନାୟରା ବଢ଼ାଇଲା ତେଲ ଦର: ପେଟ୍ରୋଲ ୫, ଡିଜେଲ ୩ ଟଙ୍କା ମହଙ୍ଗା

October 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.