Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ୨୧ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର
ଆଜିର ଖବର

ଜୁଲାଇ ୨୧ରେ ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

July 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
କିରେନ ରିଜିଜୁ
"ରାହୁଲ ଗାନ୍ଧୀ ଭାରତ ବିରୋଧୀ ଶକ୍ତି ସହିତ ଜଡିତ...": କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ କିରେନ ରିଜିଜୁ

ନୂଆଦିଲ୍ଲୀ: ସଂସଦର ବଜେଟ୍ ଅଧିବେଶନ ପୂର୍ବରୁ କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ ସଂସଦର ଉଭୟ ଗୃହରେ ରାଜନୈତିକ ଦଳର ନେତାମାନଙ୍କ ସହ ବୈଠକ କରିବେ। ୨୧ ଜୁଲାଇ, ୨୦୨୪ ପୂର୍ବାହ୍ନ ୧୧ଟାରେ ନୂଆଦିଲ୍ଲୀସ୍ଥିତ ସଂସଦ ଭବନ ଆନେକ୍ସର ମୁଖ୍ୟ କମିଟି କକ୍ଷରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ।

ସଂସଦର ବଜେଟ୍ ଅଧିବେଶନ ୨୨ ଜୁଲାଇ, ୨୦୨୪ରୁ ଆରମ୍ଭ ହେବ ଏବଂ ସରକାରୀ କାର୍ଯ୍ୟର ଆବଶ୍ୟକତା ଅନୁଯାୟୀ ଅଧିବେଶନ ୧୨ ଅଗଷ୍ଟ, ୨୦୨୪ରେ ଶେଷ ହୋଇପାରେ।

କିରଣ ରିଜିଜୁ ବଜେଟ୍ ଅଧିବେଶନ ସର୍ବଦଳୀୟ ବୈଠକ ସଂସଦ
Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

ବିଜେପିର ମୁଖ୍ୟମନ୍ତ୍ରୀ ଏବଂ ଜେଡିୟୁର ଉପମୁଖ୍ୟମନ୍ତ୍ରୀ!: ବିହାର ସରକାରଙ୍କ ନୂତନ ରୂପରେଖା ପ୍ରକାଶ

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.