Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ବାହାରକୁ ବାହାରିବ ଭିତର ରତ୍ନ ଭଣ୍ଡାରର ଅଳଙ୍କାର, ଜଣାପଡିବ ରହସ୍ୟ
ଆଜିର ଖବର

ଆଜି ବାହାରକୁ ବାହାରିବ ଭିତର ରତ୍ନ ଭଣ୍ଡାରର ଅଳଙ୍କାର, ଜଣାପଡିବ ରହସ୍ୟ

July 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଜି ଭିତର ରତ୍ନ ଭଣ୍ଡାରର ଅଳଙ୍କାର ବାହାରକୁ ବାହାରିବ, ଜଣାପଡିବ ରହସ୍ୟ

ଭୁବନେଶ୍ବର: ଆଜି ପୁଣି ଥରେ ଖୋଲାଯିବ ଭିତର ରତ୍ନ ଭଣ୍ଡାର। ଆଜି ସକାଳ ୯ ଟା ୫୨ ରୁ ୧୨ଟା ୧୫ ପର୍ଯ୍ୟନ୍ତ ଶୁଭ ବେଳା ରହିଛି। ଏହି ଭିତରେ ପୂର୍ବ କମିଟ ସଦସ୍ୟ ଶ୍ରୀମନ୍ଦିର ଭିତରକୁ ଯାଇ ରତ୍ନ ଭଣ୍ଡାରର ଜିନିଷ ସ୍ଥାନାନ୍ତରିତ କରିବେ। ଯେଉଁ କମିଟ ସଦସ୍ୟମାନେ ରତ୍ନଭଣ୍ଡାର ତଦାରଖ କରିବା ପାଇଁ ଯିବେ ସେମାନେ କୌଣସି ସୁନା କିମ୍ବା ଧାତୁ ଜିନିଷ ପିନ୍ଧି ଯାଇପାରିବେ ନାହିଁ ବୋଲି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ନିର୍ଦ୍ଦେଶ ଦିଆଯାଇଛି।

ପୂର୍ବରୁ ଯେଉଁ କମିଟ ରତ୍ନ ଭଣ୍ଡାରକୁ ଯାଇଥିଲେ ସେମାନେ ହିଁ ଆଜି ଭିତର ରତ୍ନ ଭଣ୍ଡାରକୁ ଯିବେ। ସେମାନେ, ଭିତର ରତ୍ନ ଭଣ୍ଡାରରେ ଥିବା ସିନ୍ଧୁକ ଏବଂ ଆଲମିରାରେ ଥିବା ସମସ୍ତ ଅଳଙ୍କାରଗୁଡିକୁ ଅସ୍ଥାୟୀ ସ୍ଥାନରେ ରଖାଯିବ।ଏହି ସମୟରେ ପ୍ରକୃତରେ ଭିତରେ କଣ ଜିନିଷ ରହିଛି ତାହାର ରହସ୍ୟ ଆଜି ଜଣାପଡିବ।

Ratna Bhandar ରତ୍ନଭଣ୍ଡାର ଶ୍ରୀମନ୍ଦିର ରତ୍ନଭଣ୍ଡାର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026
Latest News

ଓଡିଆ ଗଣମାଧ୍ୟମ ଜଗତରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

February 22, 2026

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.