Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଲି ଫଜଲ-ରିଚା ଚଢାଙ୍କ ଘରକୁ ଆସିଲା କୁନି ଅତିଥି, ଶିଶୁ କନ୍ୟାକୁ ଜନ୍ମ ଦେଲେ ଅଭିନେତ୍ରୀ
ଆଜିର ଖବର

ଅଲି ଫଜଲ-ରିଚା ଚଢାଙ୍କ ଘରକୁ ଆସିଲା କୁନି ଅତିଥି, ଶିଶୁ କନ୍ୟାକୁ ଜନ୍ମ ଦେଲେ ଅଭିନେତ୍ରୀ

July 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରିଚା ଚଢା ଏବଂ ଅଲି ଫଜଲଙ୍କ ଘର ଖୁସିରେ ଭରି ଯାଇଛି। ଏହି ଦମ୍ପତି ଏକ ଶିଶୁ କନ୍ୟାଙ୍କୁ ଜନ୍ମ ଦେଇଛନ୍ତି। ରିଚା ଜୁଲାଇ ୧୬ ତାରିଖରେ ଏକ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ରିଚା ଚଢା ଏବଂ ଅଲି ଫଜଲ ଏକ ବିବୃତ୍ତି ସେୟାର କରି ନିଜ ଝିଅର ଜନ୍ମ ବିଷୟରେ ସୂଚନା ଦେଇଛନ୍ତି।

ଅଲି ଏବଂ ରିଚା ବିବୃତ୍ତିରେ ଲେଖିଛନ୍ତି ଯେ, ୧୬.୦୨.୨୪ ରେ ଏକ ସୁସ୍ଥ ଶିଶୁ କନ୍ୟାଙ୍କ ଆଗମନ ଘୋଷଣା କରି ଆମେ ବହୁତ ଖୁସି! ଆମ ପରିବାର ବହୁତ ଖୁସି ଏବଂ ଆମେ ଆମର ଶୁଭେଚ୍ଛୁମାନଙ୍କୁ ସେମାନଙ୍କ ଭଲ ପାଇବା ଏବଂ ଆଶୀର୍ବାଦ ପାଇଁ ଧନ୍ୟବାଦ ଦେଉଛୁ।

Ali Fazal
Share. Facebook Twitter LinkedIn Email WhatsApp Copy Link

Related Posts

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026
Latest News

ଦଶମ ପଢିଛନ୍ତି କି?: ଲିଖିତ ପରୀକ୍ଷା ବିନା ଡାକ ବିଭାଗରେ ହେବ ୨୫,୦୦୦ ରୁ ଅଧିକ ନିଯୁକ୍ତି

August 28, 2026

ନେପାଳ ବନ୍ୟା: ମୃତ୍ୟୁ ସଂଖ୍ୟା ୩୮୯ କୁ ବୃଦ୍ଧି, ଏବେ ବି ନିଖୋଜ ୧୪୦୦

August 28, 2026

୧୨ ବର୍ଷ ପୂରଣ କଲା ପ୍ରଧାନମନ୍ତ୍ରୀ ଜନଧନ ଯୋଜନା: ଜମା ରାଶି ୩.୧୭ ଲକ୍ଷ କୋଟି

August 28, 2026

‘ଫୁଟ ଓଭର ବ୍ରିଜ’ ପ୍ରକଳ୍ପରେ ଦୁର୍ନୀତି ଅଭିଯୋଗ: ଭୁବନେଶ୍ଵର ସାଂସଦଙ୍କୁ ଟାର୍ଗେଟ କଲା କଂଗ୍ରେସ

August 28, 2026

ପରିବହନ ବିଭାଗର ନିଆରା ସଡ଼କ ସୁରକ୍ଷା ଅଭିଯାନ: ସମ୍ମାନିତ ହେଲେ ନିୟମ ମାନୁଥିବା ଗାଡ଼ି ଚାଳକ

August 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.