Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସରକାରୀ ଅଧିକାରୀଙ୍କୁ ବିଜେପି ବିଧାୟକଙ୍କ ଆକ୍ରମଣ ଘଟଣା : ଅମିତ ଶାହାଙ୍କ ଜବାବ ତଲବ
ଆଜିର ଖବର

ସରକାରୀ ଅଧିକାରୀଙ୍କୁ ବିଜେପି ବିଧାୟକଙ୍କ ଆକ୍ରମଣ ଘଟଣା : ଅମିତ ଶାହାଙ୍କ ଜବାବ ତଲବ

June 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଜେପିର ବରିଷ୍ଠ ନେତା କୈଳାସ ବିଜୟବର୍ଗୀୟାଙ୍କ ପୁଅ ତଥା ପ୍ରଥମ ଥର ପାଇଁ ମଧ୍ୟପ୍ରଦେଶର ବିଧାୟକ ହୋଇଥିବା ଆକାଶ ବିଜୟବର୍ଗୀୟାଙ୍କ ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହା ଜବାବ ତଲବ କରିଛନ୍ତି। ଆକାଶ ବିଜୟବର୍ଗୀୟା ବ୍ୟାଟରେ ନଗର ନିଗମ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ। ଏହି ଘଟଣା ଦଳୀୟ ଭାବମୂର୍ତ୍ତିକୁ ସାଧାରଣ ଜନତାଙ୍କ ନିକଟରେ ଖରାପ କରୁଥିବାରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନେଇ ସୂଚନା ଦେଇଛନ୍ତି ଶାହା। ସୂଚନାଯୋଗ୍ୟ ଯେ ନଗର ଉନ୍ନୟନ କର୍ତ୍ତୃପକ୍ଷଙ୍କ ଦ୍ୱାରା ସହରରେ ଚିହ୍ନଟ ହୋଇଥିବା ୨୬ଟି ବିପଦ ଜନକ ଘରକୁ ଭାଙ୍ଗା କାର୍ଯ୍ୟ ଜାରି ରହିଥିଲା। ଏହାକୁ ବିରୋଧ କରି କ୍ରିକେଟ ବ୍ୟାଟରେ ନିଗମ କର୍ମଚାରୀଙ୍କୁ ଗୋଡାଇ ଗୋଡାଇ ପିଟିଥିଲେ। ଆକାଶଙ୍କ ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି। ଜେଲ୍‌ରୁ ଫେରିବା ପରେ ଏହି ଘଟଣାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19, 2025

କୃଷି ଯନ୍ତ୍ରପାତି ପାଇଁ ଜିଏସଟି ସଂସ୍କାର ଉପରେ ଗୁରୁତ୍ୱପୂର୍ଣ୍ଣ ବୈଠକ

September 19, 2025

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ

September 19, 2025

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025
Latest News

ଶିଖ ପ୍ରତିନିଧିମଣ୍ଡଳର ବିଶିଷ୍ଟ ଏବଂ ସଫଳ ସଦସ୍ୟମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 19, 2025

କୃଷି ଯନ୍ତ୍ରପାତି ପାଇଁ ଜିଏସଟି ସଂସ୍କାର ଉପରେ ଗୁରୁତ୍ୱପୂର୍ଣ୍ଣ ବୈଠକ

September 19, 2025

ଆନ୍ତଃଗଣମାଧ୍ୟମ ପ୍ରଚାର ସମନ୍ୱୟ ସମିତି ବୈଠକ

September 19, 2025

ଏସସି ଏସ୍‍ଟି ବିଭାଗ ବିଦ୍ୟାଳୟରେ କେତେ ପିଲା ପଢୁଛନ୍ତି? ପ୍ରଶ୍ନ କଲେ ଟଙ୍କଧର, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025

କ୍ରୀଡା କୋଟାରେ ରାଜ୍ୟରୁ ନିଯୁକ୍ତି ପାଇଛନ୍ତି ୧୯୨ ଜଣ ଖେଳାଳୀ, ଉତ୍ତର ରଖିଲେ ମନ୍ତ୍ରୀ

September 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.