Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨ ବଣ୍ଡଲ କେନ୍ଦୁପତ୍ର ସହ ପିକ‌ଅପ ଭ୍ୟାନ ଜବତ
ଆଜିର ଖବର

୨୦୨ ବଣ୍ଡଲ କେନ୍ଦୁପତ୍ର ସହ ପିକ‌ଅପ ଭ୍ୟାନ ଜବତ

July 18, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ବନଖଣ୍ଡ ଚାରମାଳ ରେଞ୍ଜ ଗିରିଧିଖମଣ ଗ୍ରାମରୁ ଆଜି ଭୋରରୁ ୨୦୨ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି ବନବିଭାଗ।

ସୂଚନାଯୋଗ୍ୟ ଯେ, ଚାରମାଳ ଅଞ୍ଚଳରୁ ଏକ ପିକ‌ଅପ ଭ୍ୟାନରେ ବେଆଇନ ଭାବରେ ପଶ୍ଚିମବଙ୍ଗ ରାଜ୍ୟକୁ ଚାଲାଣ ହେଉଥିବା ସମୟରେ ବନ ବିଭାଗ ଖବର ପାଇ ଏସି‌ଏଫ ଗଜେନ୍ଦ୍ର କୁମାର ଅନଦାଜାଙ୍କ ନେତୃତ୍ୱରେ ଏକ ଟିମ୍ ଚଢାଉ କରି ବେଆଇନ ଭାବେ ଚାଲାଣ ହେଉଥିବା ୨୦୨ ବଣ୍ଟଲ କେନ୍ଦୁପତ୍ର ସହ ଏକ ପିକ‌ଅପ ଭ୍ୟାନକୁ ଜବତ କରିଥିଲା।

ତେବେ ଚଢ଼ାଉ ସମୟରେ ମାଫିଆ ମାନେ ଫେରାର ହୋଇଯାଇଛନ୍ତି। ଏହି ଚଢ଼ାଉ ରେ ଏସିଏଫ ମୈତ୍ରୀ ମଞିତ ବିଶ୍ଵାଳ, ବଡ଼ମାଳ ରେଞ୍ଜ ଅଧିକାରୀ ପ୍ରଦୀପ ସେଠୀ, ଫରେଷ୍ଟର ବିଜୟ କୁମାର ବିଶ୍ବାଳ ଓ ଫରେଷ୍ଟ ଗାର୍ଡ ଅଜିତ କୁମାର ସାହୁ ସାମିଲ ହୋଇଥିଲେ।

କେନ୍ଦୁପତ୍ର ଚାରମାଳ ରେଢାଖୋଲ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026
Latest News

ନୀତା ଅମ୍ବାନୀଙ୍କ ଦ୍ୱାରା ହିରୋଜ୍ ଅଭିଯାନ ଶୁଭାରମ୍ଭ

March 9, 2026

ଓମ୍ ବିର୍ଲାଙ୍କୁ ହଟାଇବା ପ୍ରସ୍ତାବ ସମ୍ପର୍କରେ କ’ଣ କରିବେ ୩୭ ଏସପି ସାଂସଦ?: ସ୍ପଷ୍ଟ କଲେ ଅଖିଳେଶ ଯାଦବ

March 9, 2026

ଭାରତ ବିଶ୍ୱକପ୍ ଜିତିବା ପରେ ପାକିସ୍ତାନରୁ ଆସିଲା ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ମହମ୍ମଦ ଆମିର

March 9, 2026

Budget Session Resumes: ସଂସଦରେ ଆରମ୍ଭ ହେବ ବଜେଟ ଅଧିବେସନର ଦ୍ବିତୀୟ ପର୍ଯ୍ୟାୟ

March 9, 2026

୧୦୦୦ ତମ ଅଧ୍ୟାୟରେ ପହଞ୍ଚିଲା ଜୀ ସାର୍ଥକର ସବୁଠାରୁ ସଫଳ ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ 

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.