Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ
ଆଜିର ଖବର

ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ

July 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Rabi Narayan Naik
Rabi Narayan Naik Press Conference on Sisira Saras Mela

ଭୁବନେଶ୍ଵର: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ବିଭାଗ ଅଧିନସ୍ଥ ବିଭିନ୍ନ ଗୃହ, ରାସ୍ତା ଓ ସେତୁ ପ୍ରକଳ୍ପ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି। ବିକଶିତ ଓଡ଼ିଶା ଗଠନରେ ଗ୍ରାମ୍ଯ ଉନ୍ନୟନ ବିଭାଗର ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ରହିଥିବା ଦର୍ଶାଇ ଧାର୍ଯ୍ୟ ସମୟରେ ପ୍ରକଳ୍ପ କାର୍ଯ୍ୟ ସାରିବାକୁ ମନ୍ତ୍ରୀ ଶ୍ରୀ ନାୟକ ନିର୍ଦ୍ଦେଶ ଦେଇଛନ୍ତି।

ସର୍ବୋଚ୍ଚ ଯନ୍ତ୍ରୀ, ଗ୍ରାମ୍ୟ ନିର୍ମାଣ କାର୍ଯ୍ଯାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ବିଭାଗର ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଅଗ୍ରଗତି ସମୀକ୍ଷା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ଇଗ୍ନୋରେ ନୁତନ ନାମ ଲେଖା ଓ ପୁନଃ ପଞ୍ଜିକରଣ ଅବଧି ଚଳିତ ମାସ ୧୬ ତାରିଖକୁ ବୃଦ୍ଧି

August 4, 2026

ଆଜି ଅଗଷ୍ଟ 4 ତାରିଖ ମଙ୍ଗଳବାରରେ ଏହି 7ଟି ରାଶିର ବ୍ୟକ୍ତି ହେବେ ମାଲେମାଲ୍

August 4, 2026

ଆସନ୍ତାକାଲି ଏନଡିଏର ‘ମଙ୍ଗଳ ମିଳନ’ ବୈଠକ; ସଂସଦ ରଣନୀତି ଓ ସରକାରୀ ଏଜେଣ୍ଡା ଉପରେ ହୋଇପାରେ ଆଲୋଚନା

August 3, 2026

କଟକରେ ଜଗଦଗୁରୁ କୃପାଳୁ ବିଶ୍ୱବିଦ୍ୟାଳୟ ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026

ବାଙ୍କିପୁର ସମେତ ଦୁଇ ଆସନରେ ପରାଜୟ ପରେ ଆସିଲା ବିଜେପିର ପ୍ରଥମ ପ୍ରତିକ୍ରିୟା

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.