Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପସାଗରରେ ଘନିଭୂତ ହେଉଛି ଲଘୁଚାପ: ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ
ଆଜିର ଖବର

ବଙ୍ଗୋପସାଗରରେ ଘନିଭୂତ ହେଉଛି ଲଘୁଚାପ: ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ

July 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Rain
ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଘନିଭୂତ ହେଉଛି। ଏହାର ପ୍ରଭାବ ରାଜ୍ୟର ଅନେକ ସ୍ଥାନରେ ଦୃଶ୍ୟମାନ ହେଉଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଏହା ଯୋଗୁଁ ବର୍ଷା ଆରମ୍ଭ ହୋଇଛି। ତେବେ ଏହାକୁ ନେଇ ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ କରାଯାଇଛି।

ତେବେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି।

ବଙ୍ଗୋପସାଗର ଲଘୁଚାପ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.