Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନ କୀ ବାତ ପାଇଁ ମତାମତ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମନ କୀ ବାତ ପାଇଁ ମତାମତ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ

July 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ "ମନ କି ବାତ"
ଆସନ୍ତା ରବିବାର ଦିନ ପ୍ରଧାନମନ୍ତ୍ରୀ ମୋଦୀଙ୍କ ୧୨୯ତମ 'ମନ କି ବାତ୍' କାର୍ଯ୍ୟକ୍ରମ

ନୂଆଦିଲ୍ଲୀ: ୨୮ ଜୁଲାଇ ୨୦୨୪ରେ ପ୍ରସାରଣ ହେବାକୁ ଥିବା ମନ କୀ ବାତ କାର୍ଯ୍ୟକ୍ରମ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କ ଠାରୁ ମତାମତ ଆହ୍ୱାନ କରିଛନ୍ତି।

ସମାଜର ରୂପାନ୍ତରଣ ଦିଗରେ ଅନେକ ଯୁବ ପିଢ଼ି ସାମୂହିକ ପ୍ରଚେଷ୍ଟା ଚଳାଇଥିବାରୁ ପ୍ରଧାନମନ୍ତ୍ରୀ ମଧ୍ୟ ସନ୍ତୋଷ ପ୍ରକାଶ କରିଛନ୍ତି। MyGov ଏବଂ NaMo App ରେ ମତାମତ ସେୟାର କରି ନଥିବା ବ୍ୟକ୍ତିମାନଙ୍କୁ ଏବେ ମତାମତ ସେୟାର କରିବାକୁ ପ୍ରଧାନମନ୍ତ୍ରୀ ନିବେଦନ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରି ଲେଖିଛନ୍ତି;

“ଚଳିତ ମାସ ୨୮ ତାରିଖ ରବିବାର ପ୍ରସାରଣ ହେବାକୁ ଥିବା # MannKiBaat କାର୍ଯ୍ୟକ୍ରମ ପାଇଁ ମୁଁ ଅନେକ ମତାମତ ପାଉଛି। ଆମ ସମାଜର ରୂପାନ୍ତରଣ ଦିଗରେ ଅନେକ ଯୁବ ପିଢ଼ିଙ୍କ ସାମୂହିକ ପ୍ରଚେଷ୍ଟା ଦେଖି ଖୁସି ଲାଗୁଛି । ଆପଣମାନେ ଆପଣଙ୍କ ମତାମତ MyGov କିମ୍ବା NaMo App ରେ ପୋଷ୍ଟ କରିପାରିବେ କିମ୍ବା ଆପଣଙ୍କ ବାର୍ତ୍ତା 1800-11-7800 ରେ ରେକର୍ଡ କରିପାରିବେ।

mannkibaat MyGov narendramodi
Share. Facebook Twitter LinkedIn Email WhatsApp Copy Link

Related Posts

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026
Latest News

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026

ମେକ୍ସିକୋରେ ଗୁଳିମାଡ଼ : ୧୦ ମୃତ

May 18, 2026

କାର ଧକ୍କାରେ ଜଣେ ସାଙ୍ଗ ମୃତ ଆଉ ଜଣେ ଗୁରୁତର

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.