Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ
ଆଜିର ଖବର

ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ

July 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି ମିଳିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ତାଙ୍କୁ ଏହି ପଦବୀରେ ନିଯୁକ୍ତି ଦେଇଛନ୍ତି।

ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଇନ କ୍ଷେତ୍ରରେ ତାଙ୍କ ଦୀର୍ଘ ଦିନର ଅଭିଜ୍ଞତା ରହିଛି। ପୀତାମ୍ବର ଆଚାର୍ଯ୍ୟଙ୍କୁ ରାଜ୍ୟପାଳ ରଘୁବର ଦାସ ରାଜ୍ୟର ଆଡଭୋକେଟ ଜେନେରାଲ ଭାବରେ ନିଯୁକ୍ତି କରିଛନ୍ତି।

ପୀତାମ୍ବର ଆଚାର୍ଯ୍ୟ ମୋହନ ମାଝି
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.