Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯୁବ ମିସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ଆଜିର ଖବର

ଯୁବ ମିସ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

July 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ଅଙ୍ଗାର ଗାଁରେ ଝୁଲୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।

ସୂଚନା ଅନୁଯାୟୀ, ଗ୍ରାମ୍ୟ ବ୍ୟାଙ୍କ୍ ନିକଟସ୍ଥ ଏକ ଦୋକାନ ପଛପଟ ପାଇଖାନା ଘର ଭିତରେ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ଦେଖି ଦୋକାନ ମାଲିକ ଯୁବକର ପରିବାର ଲୋକଙ୍କୁ ଜଣାଇଥିଲେ। ପରିବାର ଲୋକେ ଓ କିଛି ଗ୍ରାମବାସୀ ଆସି ଯୁବକଙ୍କୁ ଚିହ୍ନଟ କରିଥିଲେ। ଏବଂ ସେ ଟୁନା ଦାସ ବୋଲି ନିଶ୍ଚିତ ହୋଇଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ଏହାସହିତ କେଶ୍ ନଂ ୭/୨୪ ଅନୁଯାୟୀ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ସୁଚନା ଅନୁଯାୟୀ ଜଣାପଡିଛି ଯେ, ମୃତ ଟୁନା ଜଣେ ମିସ୍ତ୍ରୀ। ଆତ୍ମହତ୍ୟାର କାରଣ ଜଣାପଡି ନାହିଁ।

ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ମୃତଦେହ ଉଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026
Latest News

ଆଜି ଏପ୍ରିଲ ୧୭ ତାରିଖ ଶୁକ୍ରବାର ଦିନ ସାତୋଟି ରାଶିର ଭାଗ୍ୟ ହେବ ଉଜ୍ଜ୍ଵଳ

April 17, 2026

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.