Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ
ଆଜିର ଖବର

ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ

July 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା ରେ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଆମର ଶତାଧିକ ଦେଶୀ ଧାନ ବିହନ ଗୁଡିକ ର ପାରମ୍ପରିକ ପଦ୍ଧତିରେ ସଂରକ୍ଷଣ ଓ ଜୈବିକ ଚାଷ ପଦ୍ଧତି ବିଷୟରେ ସଚେତନତା ସୃଷ୍ଟି କରି ଭବିଷ୍ୟତ ରେ ଖାଦ୍ୟ ନିରାପତ୍ତା ସହିତ ପରିବେଶ ସୁରକ୍ଷା ଦିଗରେ ମହାନ ଅବଦାନ ରଖିଯାଇଛନ୍ତି. ତାଙ୍କ ବିୟୋଗ ସମାଜ ପାଇଁ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ପଟନାୟକ କହିଛନ୍ତି।

ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଶ୍ରୀ ପଟ୍ଟନାୟକ ଗଭୀର ସମବେଦନା ଜଣାଇଛନ୍ତି।

ନବୀନ ପଟ୍ଟନାୟକ ପଦ୍ମଶ୍ରୀ କମଳା ପୂଜାରୀ ବିରୋଧୀ ଦଳ ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026

ସ୍ୱାଧୀନତା ଦିବସରେ ପୂର୍ବତଟ ରେଳପଥର ସଫଳତା ଉପସ୍ଥାପନ କଲେ ମହାପ୍ରବନ୍ଧକ

August 15, 2026
Latest News

ଖୋରଧାରେ ୮୦ ତମ ସ୍ବାଧିନତା ଦିବସ ମହା ସମାରୋହରେ ପାଳିତ

August 15, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

‘ମିଛ କହିବାର ସ୍ଥାନ ନୁହେଁ ଲାଲକିଲ୍ଲା’: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଅଖିଳେଶ ଯାଦବଙ୍କ କଟାକ୍ଷ

August 15, 2026

“ଭାରତ ମାତା କି ଜୟ” ସ୍ଲୋଗାନରେ ପ୍ରତିଧ୍ୱନିତ ହେଲା ଇସଲାମାବାଦ

August 15, 2026

MMDR ସଂଶୋଧନ ବିଲ ବାତିଲ ପାଇଁ ସିପିଆଇ (ଏମଏଲ) ର ଆହ୍ୱାନ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.