Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

July 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀଙ୍କ ଶୋକ

ନୂଆଦିଲ୍ଲୀ: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତା କମଳା ପୂଜାରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଛନ୍ତି, କମଳା ପୂଜାରୀ କୃଷି କ୍ଷେତ୍ର ପାଇଁ ସ୍ମରଣୀୟ ଅବଦାନ ଦେଇଛନ୍ତି। ବିଶେଷ କରି ଜୈବିକ କୃଷି ପଦ୍ଧତିକୁ ବଢ଼ାଇବା ଏବଂ ସ୍ୱଦେଶୀ ବିହନ ସଂରକ୍ଷଣ ଦିଗରେ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି।

ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରି ଉଲ୍ଲେଖ କରିଛନ୍ତି;

“ଶ୍ରୀମତୀ କମଳା ପୂଜାରୀଙ୍କ ପରଲୋକ ଖବର ଶୁଣି ମର୍ମାହତ। କୃଷି କ୍ଷେତ୍ର, ବିଶେଷ କରି ଜୈବିକ କୃଷି ପଦ୍ଧତିକୁ ପ୍ରୋତ୍ସାହନ ଦେବା ଏବଂ ସ୍ୱଦେଶୀ ବିହନ ସଂରକ୍ଷଣ କ୍ଷେତ୍ରରେ ତାଙ୍କର ଉଲ୍ଲେଖନୀୟ ଯୋଗଦାନ ରହିଥିଲା। ଦୀର୍ଘସ୍ଥାୟୀ ବିକାଶ ଓ ଜୈବ ବିବିଧତାର ସୁରକ୍ଷା କ୍ଷେତ୍ରରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ। ଜନଜାତି ସମ୍ପ୍ରଦାୟର ସଶକ୍ତୀକରଣ କ୍ଷେତ୍ରରେ ସେ ଜଣେ ଆଲୋକବର୍ତ୍ତିକା ସଦୃଶ ଥିଲେ। ତାଙ୍କ ପରିବାର ଓ ଅନୁଗାମୀଙ୍କ ପ୍ରତି ସମବେଦନା ଜଣାଉଛି। ଓଁ ଶାନ୍ତି।’’

କମଳା ପୂଜାରୀଙ୍କ ପରଲୋକ ନରେନ୍ଦ୍ର ମୋଦୀ ପଦ୍ମଶ୍ରୀ କମଳା ପୂଜାରୀ ପ୍ରଧାନମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Latest News

ଆସନ୍ତୁ ଜାଣିବା ସୂର୍ଯ୍ୟମୁଖୀ ମଞ୍ଜି ଆମ ଶରୀର ପାଇଁ କେତେ ଉପକାରୀ

September 13, 2026

ATMରୁ ଫଟା ନୋଟ୍ ବାହାରିଲେ ଚିନ୍ତା ନାହିଁ! ବ୍ୟାଙ୍କ ଦେବ ଟଙ୍କା, ଜାଣନ୍ତୁ ବଦଳାଇବାର ସମ୍ପୂର୍ଣ୍ଣ ନିୟମ

September 13, 2026

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.