Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିପଦ ଶଙ୍କୁଳ ଅବସ୍ଥାରେ ମନ୍ଦାକିନୀ ସେତୁ: ଡାଇଭର୍ସନ ରୋଡ ପାଲଟିଛି ମରଣଯନ୍ତା
ଆଜିର ଖବର

ବିପଦ ଶଙ୍କୁଳ ଅବସ୍ଥାରେ ମନ୍ଦାକିନୀ ସେତୁ: ଡାଇଭର୍ସନ ରୋଡ ପାଲଟିଛି ମରଣଯନ୍ତା

July 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁରରୁ ରାଜସୁନାଖଳାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ଚମ୍ପତିପୁର ଛକ ନିକଟରେ ମନ୍ଦାକିନୀ ସେତୁ ନିର୍ମାଣାଧିନ ଅବସ୍ଥାରେ ରହିଥିବା ହେତୁ ଏହାର ପାର୍ଶ୍ଵ ଦେଇ ଯାତାୟାତର ସୁବିଧା ପାଇଁ ଏକ ଡାଇଭର୍ସନ ରୋଡର ବ୍ୟବସ୍ଥା କରାଯାଇଥିଲା।

ଅସ୍ଥାୟୀ ଭାବେ ନିର୍ମିତ ହୋଇଥିବା ଏହି ଡାଇଭର୍ସନ ରୋଡଟି ଲଗାଣ ବର୍ଷା ଯୋଗୁଁ ଅଧିକାଂଶ ସ୍ଥାନ ଧୋଇ ହୋଇ କେତେକ ସ୍ଥାନରେ ଫାଟ ସୃଷ୍ଟି ହେବା ସହ ରାସ୍ତା ଦବିଯାଇଥିବା ହେତୁ ଯାତାୟାତ ଅନୁପଯୋଗୀ ହୋଇଛି। ଫଳରେ ଏହି ରାସ୍ତା ଦେଇ ଭାରୀ ଯାନ ଗୁଡିକ ଯାତାୟାତ କରିବା ସମୟରେ ଏଣେତେଣେ ହେଉଥିବା ହେତୁ ଅପର ପାଶ୍ୱର୍ରୁ ଆସୁଥିବା ଗାଡି ମଟର ଆରୋହୀ ମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି। ଏପରିକି ଗାଡିଟି ଯାଇସାରିବା ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡୁଛି।

ରାସ୍ତା ଶୁଖିଲା ଥିବା ସମୟରେ ପୂର୍ବରୁ ଏହି ରାସ୍ତାରେ ଅନେକ ବାର ଦୁର୍ଘଟଣା ମାନ ଘଟିଥିଲେ ମଧ୍ୟ ବର୍ଷା ଋତୁ ଆରମ୍ଭରୁ ଗୋଟିଏ ବର୍ଷାରେ ଯେଉଁଭଳି ଅବସ୍ଥା ସୃଷ୍ଟି ହୋଇଛି ତାହା ପ୍ରତିଦିନ ଯାତାୟାତ ପାଇଁ ନିର୍ଭର କରୁଥିବା ବାଟୋଇ ମାନଙ୍କ ପାଇଁ ସମସ୍ୟା ସୃଷ୍ଟି କରିଛି। କେଉଁ ସମୟରେ ଏହି ରାସ୍ତାରେ ବଡ ଧରଣର ଦୁୁର୍ଘଟଣା ଘଟିବାର ସମ୍ଭାବନା କୁ ଏଡାଇ ଦିଆଯାଇନପାରେ। ପ୍ରଶାସନ ତରଫରୁ ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ସାଧାରଣରେ ଦାବୀ ହେଉଛି।

ପୂର୍ତ୍ତ ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ରେଳ ଧାରଣା ଉପରେ ହାତୀଙ୍କ ଡେରା, ଠପ୍ ହେଲା ଟ୍ରେନ୍ ଚଳାଚଳ

October 18, 2026
Latest News

Vedanta Investment: ଜିଙ୍କ୍ ଉତ୍ପାଦନ ଦ୍ୱିଗୁଣିତ କରିବା ପାଇଁ ୬୦୦ ନିୟୁତ ଡଲାର ନିବେଶ କରିବ ବେଦାନ୍ତ

October 18, 2026

Twin City Durga Puja: କଟକ ଭୁବନେଶ୍ବରରେ ଧୂମଧାମରେ ଚାଲିଛି ଦୁର୍ଗାପୂଜା, ଚାରିଆଡେ ଉତ୍ସବର ପରିବେଶ

October 18, 2026

Durga Puja in Assam: ଆସାମର ବାରକ ଉପତ୍ୟକାର ଦୁର୍ଗା ପାଲଟିଛି ଏକ ବିରଳ ଉଦାହରଣ

October 18, 2026

Puja Magazine: ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଦ୍ବାରା ଉନମୋଚିତ ହେଲା ବିଶ୍ବମୁକ୍ତି ପତ୍ରିକାର ପୂଜା ବିଶେଷାଙ୍କ

October 18, 2026

ଫ୍ରାନ୍ସରେ ହିଂସା ଓ ଅରାଜକତା: ୧୨୦୦ରୁ ଅଧିକ ଗିରଫ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.