Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨୦୨୪ ଏସିଆ କପ୍ ରେ ଟିମ ଇଣ୍ଡିଆର କ୍ରମାଗତ ଦ୍ଵିତୀୟ ବିଜୟ: ୟୁଏଇ ୭୮ ରନ୍ ରେ ପରାସ୍ତ
ଆଜିର ଖବର

୨୦୨୪ ଏସିଆ କପ୍ ରେ ଟିମ ଇଣ୍ଡିଆର କ୍ରମାଗତ ଦ୍ଵିତୀୟ ବିଜୟ: ୟୁଏଇ ୭୮ ରନ୍ ରେ ପରାସ୍ତ

July 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୨୦୨୪ ମହିଳା ଏସିଆ କପ୍ ଟି -୨୦ ରେ ଭାରତ କ୍ରମାଗତ ଦ୍ୱିତୀୟ ମ୍ୟାଚ୍ ଜିତିଛି। ୟୁଏଇକୁ ଟିମ୍ ଇଣ୍ଡିଆ ୭୮ ରନରେ ପରାସ୍ତ କରିଛି। ପ୍ରଥମ ମ୍ୟାଚରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ବର୍ତ୍ତମାନ ଦ୍ୱିତୀୟ ମ୍ୟାଚ୍ ମଧ୍ୟ ଜିତିଛି। ପ୍ରଥମେ ବ୍ୟାଟିଂ କରି ଟିମ୍ ଇଣ୍ଡିଆ ୨୦୨ ରନ୍‌ର ଟାର୍ଗେଟ ଦେଇଥିଲା। ଏହି ସମୟରେ ରିଚା ଘୋଷ ଏବଂ ହରମାନପ୍ରୀତ କୌର ବିସ୍ଫୋରକ ଇନିଂସ ଖେଳିଥିଲେ। ଭାରତ ଦେଇଥିବା ଟାର୍ଗେଟକୁ ପିଛା କରି ୟୁଏଇ ଦଳ ମାତ୍ର ୧୨୩ ରନ୍ ସ୍କୋର କରିପାରିଥିଲା। କବିଶାଅଲରାଉଣ୍ଡର ପ୍ରଦର୍ଶନ କରିଥିଲେ। ୪୦ ରନ୍ ସ୍କୋର କରିବା ସହିତ ସେ ଗୋଟିଏ ୱିକେଟ୍ ମଧ୍ୟ ନେଇଥିଲେ।

ପ୍ରଥମେ ବ୍ୟାଟିଂ କରି ଟିମ୍ ଇଣ୍ଡିଆ ୫ ୱିକେଟ୍ ହରାଇ ୨୦୧ ରନ୍ ସଂଗ୍ରହ କରିଥିଲା। ଏହି ସମୟରେ ରିଚା ବୋଲରମାନଙ୍କୁ ଶ୍ୱାସରୁଦ୍ଧ କରିଥିଲେ। ସେ ୨୯ ବଲରେ ଅପରାଜିତ ୬୪ ରନ ସ୍କୋର କରିଥିଲେ। ରିଚାଙ୍କ ଏହି ଇନିଂସରେ ୧୨ ଚୌକା ଓ ୧ ଛକା ଅନ୍ତର୍ଭୁକ୍ତ ଥିଲା। ହରମାନପ୍ରୀତ ୪୭ ବଲରେ ୬୬ ରନ୍ ସଂଗ୍ରହ କରିଥିଲେ। ସେ ୭ ଚୌକା ଓ ୧ ଛକା ମାରିଥିଲେ। ଏହାପୂର୍ବରୁ ଓପନର୍ ଶେଫାଲି ବର୍ମା ୩୭ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ୧୮ ବଲର ସମ୍ମୁଖୀନ ହୋଇ ସେ ୫ ଚୌକା ଓ ୧ ଛକା ମାରିଥିଲେ।

HARMANPREET KAUR team india
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.