Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଅମର, ଅଶ୍ବିନୀ ଓ ସସ୍ମିତ
ଆଜିର ଖବର

ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ଅମର, ଅଶ୍ବିନୀ ଓ ସସ୍ମିତ

June 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜ୍ୟସଭାକୁ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହେଲେ ତିନି ନେତା । ରାଜ୍ୟସଭାରେ ତିନୋଟି ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ବିଜେଡ଼ି ତରଫରୁ ଅମର ପଟ୍ଟନାୟକ ଓ ସସ୍ମିତ ପାତ୍ର ନିର୍ବାଚିତ ହୋଇଥିବାବେଳେ ବିଜେପି ତରଫରୁ ଅଶ୍ବିନୀ ବୈଷ୍ଣବ ନିର୍ବାଚିତ ହୋଇଛନ୍ତି । ଅଶ୍ବିନୀଙ୍କୁ ବିଜେଡ଼ି ସମର୍ଥନ କରିଛି । ରିଟଣ୍ଣିଂ ଅଫିସର ତିନିଜଣଙ୍କ ନାମ ଘୋଷଣା କରିଛନ୍ତି ।  ୩ଟି ଆସନ ପାଇଁ ୩ଜଣ ପ୍ରାର୍ଥୀ ରହିଥିବାରୁ ତିନିଜଣ ଯାକ ନିର୍ଦ୍ବନ୍ଦ୍ବରେ ନିର୍ବାଚିତ ହୋଇଛନ୍ତି । ଅଚ୍ୟୁତ ସାମନ୍ତଙ୍କ ଜାଗାରେ ଅମର ପଟ୍ଟନାୟକ, ପ୍ରତାପ ଦେବଙ୍କ ଜାଗାରେ ବିଜେଡିର ସସ୍ମିତ ପାତ୍ର ଓ ସୌମ୍ୟ ପଟ୍ଟନାୟକଙ୍କ ଜାଗାରେ ବିଜେପିର ଅଶ୍ବିନୀ ବୈଷ୍ଣବ ରାଜ୍ୟସଭା ପାଇଁ  ନିର୍ବାଚିତ ହୋଇଛନ୍ତି ।

 

Share. Facebook Twitter LinkedIn Email WhatsApp Copy Link

Related Posts

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026
Latest News

ହୋଲି ଦିନ କରନ୍ତୁ ଏହି ଉପାଚାର: ଦେଖିବେ ରଂଗୀନ ହୋଇଯିବ ଆପଣଙ୍କ ଭାଗ୍ୟ

March 4, 2026

ସାଉଦି ଆରବର ଯୁବରାଜ ଏବଂ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 4, 2026

ହୋଲି ପୂର୍ବରୁ ଘରକୁ ଆଣନ୍ତୁ ଏହି ଜିନିଷ: ମାତା ଲକ୍ଷ୍ମୀଙ୍କ ମିଳିବ ଆଶୀର୍ବାଦ

March 4, 2026

ହୋଲିରେ ମଦ୍ୟପାନ କରି ଗାଡି ଚଲାଉଥିଲେ ହୋଇଯା’ନ୍ତୁ ସାବଧାନ!: କାର୍ଯ୍ୟାନୁଷ୍ଠାନ ନେବ ପୋଲିସ

March 4, 2026

ଆଜି ମାର୍ଚ୍ଚ ୪ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.