Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନେପାଳ ବିମାନ ଦୁର୍ଘଟଣାରେ ୧୮ ମୃତ, କେବଳ ପାଇଲଟ ସୁରକ୍ଷିତ, ଜାଣନ୍ତୁ କେମିତି ଖସିଲା ବିମାନ
ଆଜିର ଖବର

ନେପାଳ ବିମାନ ଦୁର୍ଘଟଣାରେ ୧୮ ମୃତ, କେବଳ ପାଇଲଟ ସୁରକ୍ଷିତ, ଜାଣନ୍ତୁ କେମିତି ଖସିଲା ବିମାନ

July 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଉଡ଼ାଣ ପରେ ଖୁବ୍ ଶୀଘ୍ର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଲୋକଙ୍କ ମୃତ୍ୟୁ ହୋଇଥିଲା। ଯେଉଁଥିରେ କେବଳ ପାଇଲଟ୍ ହିଁ ସୁରକ୍ଷିତ ଅଛନ୍ତି। ବିମାନବନ୍ଦର ସୁରକ୍ଷା ମୁଖ୍ୟ ଅର୍ଜୁନ ଚନ୍ଦ ଠାକୁରୀ କହିଛନ୍ତି ଯେ, ବିମାନଟି ରକ୍ଷଣାବେକ୍ଷଣ ଯାଞ୍ଚ ପାଇଁ ଦୁଇଜଣ କ୍ରୁ ସଦସ୍ୟ ଏବଂ ୧୭ ଜଣ ଟେକ୍ନିସିଆନଙ୍କୁ ନେଇ ପୋଖରା ସହରକୁ ଯାଉଥିଲା।

କାଠମାଣ୍ଡୁର ତ୍ରିଭୁବନ୍ ଅନ୍ତର୍ଜାତୀୟ ବିମାନବନ୍ଦରର ମୁଖପାତ୍ର ତେଜ ବାହାଦୂର ପୌଡଆଲ କହିଛନ୍ତି ଯେ, କେବଳ କ୍ୟାପଟେନଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି ଏବଂ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ଆହତ କାରଣରୁ ତାଙ୍କୁ କାଠମାଣ୍ଡୁ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି, କିନ୍ତୁ ଦୁର୍ଘଟଣାର କାରଣ କଣ ତାହା ଏପର୍ଯ୍ୟନ୍ତ ଜଣା ପଡିନାହିଁ।

ନେପାଳର ତ୍ରିଭୁବନ୍ ଅନ୍ତର୍ଜାତୀୟ ବିମାନବନ୍ଦରର ମୁଖ୍ୟ କହିଛନ୍ତି ଯେ, ପ୍ରାରମ୍ଭିକ ଆକଳନରୁ ଜଣାପଡିଛି ଯେ କାଠମାଣ୍ଡୁରୁ ପୋଖରା ଅଭିମୁଖେ ଯାଉଥିବା ବିମାନଟି ଭୁଲ ଦିଗକୁ ଚାଲିଯାଇଥିଲା। ବିମାନଟି ଉଡାଣ ଆରମ୍ଭ କରିବା ମାତ୍ରେ ଡାହାଣ ଆଡ଼କୁ ଚାଲିଯାଇଥିଲା, ଯାହା ବାମ ଆଡ଼କୁ ମୁହାଁଇବାର ଥିଲା। କାଠମାଣ୍ଡୁରେ ମୌସୁମୀ ଋତୁ ଚାଲିଛି, କିନ୍ତୁ ଦୁର୍ଘଟଣା ସମୟରେ ବର୍ଷା ହୋଇନଥିଲା। ତେବେ ରାଜଧାନୀରେ ଭିଜିବିଲିଟି କମ୍ ଥିଲା।

Kathmandu Aircraft Kathmandu Aircraft Crash nepal
Share. Facebook Twitter LinkedIn Email WhatsApp Copy Link

Related Posts

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026
Latest News

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.