Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ବଜେଟରେ କରାଗଲା ବ୍ୟୟ ବରାଦ
ଆଜିର ଖବର

ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ବଜେଟରେ କରାଗଲା ବ୍ୟୟ ବରାଦ

July 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟରେ ଲାଗୁ ହେବ ସୁଭଦ୍ରା ଯୋଜନା, ବଜେଟରେ କରାଗଲା ବ୍ୟୟ ବରାଦ

ଭୁବନେଶ୍ବର: ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବେଜଟ 2024 ଉପସ୍ଥାପିତ କରିଛନ୍ତି। ତେବେ ଏଥିରେ ବିଜେପି ନିର୍ବାଚନ ବେଳେ ଦେଇଥିବା ପ୍ରତିଶୃତିକୁ ପାଳନ କରିବା ପାଇଁ ବଜେଟରେ ବ୍ୟୟ ବରାଦ କରିଛନ୍ତି। ଦଳର ଥିବା ଆକର୍ଷଣୀୟ ଯୋଜନା ସୁଭଦ୍ର ଯୋଜନା ଲାଗୁ କରିବା ପାଇଁ ଏଥର ବଜେଟରେ ପ୍ରାବନ୍ଧନ କରାଯାଇଛି।

ଆଜି ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୁଭଦ୍ରା ଯୋଜନା ପାଇଁ ୧୦ ହଜାର କୋଟି ଟଙ୍କାର ବ୍ୟୟ ବରାଦ ହୋଇଛି ବୋଲି କହିଥିଲେ। ଏହି ଯୋଜନା ମହିଳାମାନଙ୍କ ମଧ୍ୟରେ ଉଦ୍ୟୋଗ ବିକାଶ, ମହିଳା ସଶକ୍ତିକରଣ ଓ ଆର୍ଥିକ ସ୍ୱାଧୀନତା ପ୍ରତି ସରକାରଙ୍କ ପ୍ରତିବଦ୍ଧତାକୁ ଦୃଢୀଭୂତ କରିବ। ଏହି ବଜେଟର ସ୍ପଷ୍ଟ ହୋଇଛି ଖୁବ ଶିଘ୍ର ରାଜ୍ୟରେ ଏହା ଲାଗୁ କରାଯିବ।

budget2024 Odisha Budget ଓଡିଶା ବଜେଟ 2024 ବଜେଟ2024 ବିଜେପି ସରକାର ମୋହନ ସରକାର ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.