Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଫଳ ହେଲା ଅନୁପ୍ରବେଶ ଉଦ୍ୟମ, ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ
ଆଜିର ଖବର

ବିଫଳ ହେଲା ଅନୁପ୍ରବେଶ ଉଦ୍ୟମ, ଜଣେ ପାକିସ୍ତାନୀ ଆତଙ୍କବାଦୀ ନିହତ

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପୁଣି ଥରେ କୁପୱାଡ଼ା ଜମ୍ମୁ କାଶ୍ମୀରରେ ଆତଙ୍କବାଦୀ ଏବଂ ଭାରତୀୟ ସେନା ମଧ୍ୟରେ ଗୁଳିବିନିମୟ ହୋଇଛି। କମକାରୀ ଅଞ୍ଚଳରେ ଏହି ଏନକାଉଣ୍ଟର ହୋଇଥିଲା। ଏହି ଏନକାଉଣ୍ଟର ସମ୍ପର୍କରେ ସେନା ପକ୍ଷରୁ ଏକ ବିବୃତ୍ତି ଆସିଛି। ସେନା ଏହାର ବିବୃତ୍ତିରେ କହିଛି ଯେ, ନିୟନ୍ତ୍ରଣ ରେଖା ଉପରେ ମଛଲ ସେକ୍ଟରର କମକାରୀରେ ଏକ ଫରୱାର୍ଡ ପୋଷ୍ଟରେ ଅଜ୍ଞାତ ଲୋକଙ୍କ ସହ ଗୁଳି ବିନିମୟ ହୋଇଛି। ଏହି ଏନକାଉଣ୍ଟରରେ ଆମର ଦୁଇଜଣ ଯବାନ ଆହତ ହୋଇଥିବା ବେଳେ ଜଣେ ପାକିସ୍ତାନୀ ଆତଙ୍କବାଦୀର ମୃତ୍ୟୁ ଘଟିଛି।

Breaking News indian army jammu kashmir Jammu Kashmir Encounter kupwara Kupwara Encounter
Share. Facebook Twitter LinkedIn Email WhatsApp Copy Link

Related Posts

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025
Latest News

ଜୁଲାଇ ୨୪ ରେ ‘ଜାତୀୟ ସମବାୟ ନୀତି ୨୦୨୫’ କୁ ଉନ୍ମୋଚନ କରିବେ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ 

July 22, 2025

ପୂର୍ବାଞ୍ଚଳ ଲେଖକ ସମ୍ମିଳନୀ ଉଦଘାଟିତ

July 22, 2025

ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନ: ଭାରତର ସର୍ବବୃହତ ଜନଜାତି ଗ୍ରାମ ବିକାଶ ଯୋଜନା

July 22, 2025

ଭୁବନେଶ୍ୱରରେ ଜାତୀୟ ମାନବାଧିକାର ଆୟୋଗଙ୍କ ଦୁଇ ଦିନିଆ ଜନଶୁଣାଣି ଶିବିର ଉଦଯାପିତ

July 22, 2025

“ପୂର୍ବ ଭାରତର ଶ୍ରେଷ୍ଠ ଆଇଟିଆଇ” ଭାବେ ସମ୍ମାନିତ ହେଲା ବଡବିଲ ଆଇଟିଆଇ

July 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.