Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା
ଆଜିର ଖବର

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି।

ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

mamata banarjee mohan charan majhi odisha cm potato West Bengal
Share. Facebook Twitter LinkedIn Email WhatsApp Copy Link

Related Posts

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025
Latest News

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025

ପ୍ରଥମ ସପ୍ତାହାନ୍ତରେ ‘ଦି ବେଙ୍ଗଲ୍ ଫାଇଲ୍ସ’ର ଆୟ ୧୧୧% ବୃଦ୍ଧି, ଜାଣନ୍ତୁ ସବୁକିଛି

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ଜାରୀ, ତେବେ ଜଣେ ପ୍ରାର୍ଥୀ ଜିତିବାକୁ କେତେ ଭୋଟ ଆବଶ୍ୟକ

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.