Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା
ଆଜିର ଖବର

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ନୂଆଦିଲ୍ଲୀ ଠାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି।

ଉଭୟ ମୁଖ୍ୟମନ୍ତ୍ରୀ ନୀତି ଆୟୋଗ ବୈଠକରେ ଯୋଗ ଦେବା ପାଇଁ ଦିଲ୍ଲୀରେ ଅଛନ୍ତି।

ଆଲୋଚନାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଥିଲେ ଯେ ପଶ୍ଚିମ ବଙ୍ଗରୁ ଓଡ଼ିଶାକୁ ଆଳୁ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଦରଦାମ ଅହେତୁକ ବୃଦ୍ଧି ପାଉଛି। ଏହାଦ୍ବାରା ରାଜ୍ୟର ଜନ ସାଧାରଣ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମସ୍ୟାର ଶୀଘ୍ର ସମାଧାନ ପାଇଁ ସେ ମମତା ବାନାର୍ଜୀଙ୍କୁ ଅନୁରୋଧ କରିଥିଲେ।

mamata banarjee mohan charan majhi odisha cm potato West Bengal
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026
Latest News

ତାମିଲନାଡ଼ୁରେ ବିଭିନ୍ନ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

October 11, 2026

ଇମ୍ରାନ ଖାନଙ୍କ ବଢ଼ିଲା ସମସ୍ୟା: ଏଫଆଇଆର ଦାଖଲ କଲା ମୁମ୍ବାଇ ପୋଲିସ

October 11, 2026

ସରିଲା ଦୁଇ ମହାଶକ୍ତିଙ୍କ ପ୍ରସିଦ୍ଧ ଭେଟଯାତ୍ରା: ଆଜିଠାରୁ ସପ୍ତମାତାଙ୍କ ଦିବ୍ୟଦର୍ଶନ ଆରମ୍ଭ

October 11, 2026

ସୁପ୍ରିମକୋର୍ଟରେ ‘ଲଜ୍ଜା, ଲଜ୍ଜା’ ର ସ୍ଲୋଗାନ: ଓକିଲମାନଙ୍କୁ ଭର୍ତ୍ସନା କଲେ ବିଚାରପତି

October 11, 2026

ଶାରଦୀୟ ନବରାତ୍ରି : ମା’ ଦୁର୍ଗାଙ୍କ ଆରାଧନା, ନବରୂପ, କନ୍ୟାପୂଜା ଏବଂ ଦୀପ ପ୍ରଜ୍ଜ୍ୱଳନର ବିଶେଷ ନୀତିନିୟମ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.