Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମକୋର୍ଟଙ୍କ ଠାରୁ ବିହାର ସରକାରଙ୍କୁ ଝଟକା, ଏବେ କାଏମ ରହିବ ହାଇକୋର୍ଟଙ୍କ ନିଷ୍ପତ୍ତି
ଆଜିର ଖବର

ସୁପ୍ରିମକୋର୍ଟଙ୍କ ଠାରୁ ବିହାର ସରକାରଙ୍କୁ ଝଟକା, ଏବେ କାଏମ ରହିବ ହାଇକୋର୍ଟଙ୍କ ନିଷ୍ପତ୍ତି

July 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁପ୍ରିମକୋର୍ଟ
"ବୁଦ୍ଧିଜୀବୀମାନେ ଆତଙ୍କବାଦୀ ହୋଇଗଲେ ଅଧିକ ବିପଦପୂର୍ଣ୍ଣ ହୋଇଯାଆନ୍ତି": ସୁପ୍ରିମକୋର୍ଟରେ କହିଲା ପୋଲିସ

ନୂଆଦିଲ୍ଲୀ: ଆଜି ବିହାର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଠାରୁ ବଡ ଝଟକା ଲାଗିଛି। ବିହାରରେ ସଂରକ୍ଷଣକୁ ୬୫ ପ୍ରତିଶତକୁ ବୃଦ୍ଧି କରିବା ବିରୋଧରେ ପାଟନା ହାଇକୋର୍ଟଙ୍କ ନିଷ୍ପତ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହା ଉପରେ ରୋକ ଲଗାଇବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସେପ୍ଟେମ୍ବରରେ ଏହି ମାମଲାର ବିସ୍ତୃତ ଶୁଣାଣି ହେବ ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି। ସଂରକ୍ଷଣ ବୃଦ୍ଧି ପାଇଁ ବିହାର ସରକାରଙ୍କ ନିଷ୍ପତ୍ତିକୁ ପାଟନା ହାଇକୋର୍ଟ ରଦ୍ଦ କରିଦେଇଥିଲେ। ତା’ପରେ ରାଜ୍ୟ ସରକାର ଏହା ବିରୋଧରେ ସୁପ୍ରିମକୋର୍ଟରେ ପହଞ୍ଚିଥିଲେ।

bihar CM NItish Kumar Patna High Court Supreme Court
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026
Latest News

ପିଏମ୍ ଜନ-ଧନ ଯୋଜନା: ସରକାରୀ ସହାୟତା ପାଉଥିବାରୁ ଖୁସି ବ୍ୟକ୍ତ କଲେ ହିତାଧିକାରୀ

January 15, 2026

ଏଆଇ-ଆଧାରିତ ଶିକ୍ଷା ସଂସ୍କାର ଉପରେ ଆଲୋଚନାଚକ୍ର

January 15, 2026

ଲୋକଭବନ ଉଦ୍ୟାନ ପରିଦର୍ଶନରେ ଆସିଥିବା ପିଲାମାନଙ୍କ ସହ ଖୁସି ବାଣ୍ଟିଲେ ରାଜ୍ୟପାଳ

January 15, 2026

ଭାରତୀୟ ନାଗରିକଙ୍କୁ ଇରାନ ଛାଡିବାକୁ ପରାମର୍ଶ ଦେଲା ଭାରତ: ହେଲ୍ପଲାଇନ୍ ନମ୍ବର ଜାରି

January 15, 2026

ଉଦଘାଟିତ ହେଲା ଅଟ୍ରି ମକର ମହୋତ୍ସବ

January 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.