Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ବରିଷ୍ଠ ପୋଲିସ ଅଧିକାରୀ
ଆଜିର ଖବର

ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ବରିଷ୍ଠ ପୋଲିସ ଅଧିକାରୀ

July 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗତ ଶନିବାର ରାତିରେ ଜଣେ ବରିଷ୍ଠ ପୋଲିସ ଅଧିକାରୀ ପଣ୍ଡିତ ରାଜେଶ ଉତ୍ତମରାଓ (ଆଇ. ପି. ଏସ) ନିଜ କ୍ଷମତାର ଅପବ୍ୟବହାର କରି ପଦ ମର୍ଯ୍ୟାଦାର ସମ୍ମାନ ହାନି କରିଥିବାର ଅଭିଯୋଗ ମିଳିଥିଲା। ସେ ଅଗ୍ନିଶମ ଓ ହୋମ ଗାର୍ଡ ବିଭାଗରେ ଡି.ଆଇ.ଜି ଭାବରେ କାର୍ଯ୍ୟରତ ଥିଲେ।

ନୀତି ଆୟୋଗର ବୈଠକରେ ଯୋଗ ଦେବା ପରେ ୪ ଦିନିଆ ଦିଲ୍ଲୀ ଗସ୍ତ ଶେଷ କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି ସନ୍ଧ୍ୟାରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବା ପରେ ଘଟଣା ସମ୍ପର୍କରେ ଅବଗତ ହୋଇ ତୁରନ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି ।

ବିଶୃଙ୍ଖଳିତ ବରିଷ୍ଠ ପୋଲିସ ଅଧିକାରୀଙ୍କୁ କାର୍ଯ୍ୟରୁ ତୁରନ୍ତ ନିଲମ୍ବନ କରିବା ସହିତ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ପରେ ସଂପୃକ୍ତ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଛି।

mohan charan majhi suspended ବରିଷ୍ଠ ପୋଲିସ ଅଧିକାରୀ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାନୁଷ୍ଠାନ
Share. Facebook Twitter LinkedIn Email WhatsApp Copy Link

Related Posts

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026
Latest News

‘ମୁଁ ନେହେରୁଙ୍କ ବଡ଼ ପ୍ରଶଂସକ, କିନ୍ତୁ ସମସ୍ତ ନୀତିକୁ ସମର୍ଥନ କରେ ନାହିଁ’: କଂଗ୍ରେସ ସାଂସଦ ଶଶି ଥରୁର

January 9, 2026

‘ଚାକିରି ବଦଳରେ ଜମି’ ମାମଲା: ଲାଲୁ ଯାଦବଙ୍କ ପରିବାରକୁ ବଡ଼ ଝଟକା ଦେଲେ କୋର୍ଟ

January 9, 2026

ବଡ ସଂଖ୍ୟକ ପଦବୀ ପାଇଁ ନିଯୁକ୍ତି ଘୋଷଣା କଲା ରେଳବାଇ: ଜାଣନ୍ତୁ କେଉଁମାନେ କରିବେ ଆବେଦନ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.