Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶସ୍ତା ହେବ ଜୀବନ ବୀମା?: ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନିତିନ ଗଡକରୀ
ଆଜିର ଖବର

ଶସ୍ତା ହେବ ଜୀବନ ବୀମା?: ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନିତିନ ଗଡକରୀ

July 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଯଦି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଯାହା କହିଛନ୍ତି ତାହା ଗ୍ରହଣ କରନ୍ତି, ତେବେ ଭବିଷ୍ୟତରେ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ହ୍ରାସ ହୋଇପାରେ। ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି। ଏଥିରେ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ଉପରେ ୧୮ ପ୍ରତିଶତ ଜିଏସଟି ପ୍ରତ୍ୟାହାର କରିବାକୁ ସେ ଦାବି କରିଛନ୍ତି।

ଜୁଲାଇ ୨୮ ତାରିଖରେ ନୀତିନ ଗଡକରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ସେ କହିଥିଲେ ଯେ, ଜୀବନ ଏବଂ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ ଉପରେ ଜିଏସଟି ହଟାଇବାକୁ ପରାମର୍ଶ, ଥରେ ବିଚାର କରିବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି। ବରିଷ୍ଠ ନାଗରିକଙ୍କ ପାଇଁ ଏହା ବୋଝ ହୋଇଯାଏ। ପ୍ରକାଶ ଯେ, ଉଭୟ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ଉପରେ ୧୮ ପ୍ରତିଶତ ଜିଏସଟି ଆଦାୟ କରାଯାଏ।

Breaking News nirmala sitharaman Nitin Gadkari
Share. Facebook Twitter LinkedIn Email WhatsApp Copy Link

Related Posts

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025
Latest News

Nuapada Byelection: ବିଜେଡି ଛାଡି କଂଗ୍ରେସରେ ସାମିଲ ହେଲେ ନୂଆପଡା ଏନଏସିର ପୂର୍ବତନ ଅଧ୍ୟକ୍ଷ

October 10, 2025

ପାକିସ୍ତାନକୁ କ୍ଷେପଣାସ୍ତ୍ର ଯୋଗାଇବ ନାହିଁ ଆମେରିକା: ସ୍ପଷ୍ଟ ଭାବରେ ଖାରଜ କଲା ଯୁଦ୍ଧ ବିଭାଗ

October 10, 2025

ବାଇକ ଦୁର୍ଘଟଣାରେ ଚିଲିକା ତହସିଲଦାର ଗୁରୁତର, ଭୁବନେଶ୍ଵର ସ୍ଥାନାନ୍ତର

October 10, 2025

ନୂଆପଡା ଉପନିର୍ବାଚନ, ବସନ୍ତ ପଣ୍ଡାଙ୍କୁ କଣ ବିଜେପି ପ୍ରାର୍ଥୀ କରିବ କି ?

October 10, 2025

ଭାରତର ଭବିଷ୍ୟତ ଗଢ଼ୁଛି ବାୟୋମେଡିକାଲ୍ ଗବେଷଣା

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.