Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶସ୍ତା ହେବ ଜୀବନ ବୀମା?: ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନିତିନ ଗଡକରୀ
ଆଜିର ଖବର

ଶସ୍ତା ହେବ ଜୀବନ ବୀମା?: ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଲେ ନିତିନ ଗଡକରୀ

July 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଯଦି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଯାହା କହିଛନ୍ତି ତାହା ଗ୍ରହଣ କରନ୍ତି, ତେବେ ଭବିଷ୍ୟତରେ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ହ୍ରାସ ହୋଇପାରେ। ସଡକ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି। ଏଥିରେ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ଉପରେ ୧୮ ପ୍ରତିଶତ ଜିଏସଟି ପ୍ରତ୍ୟାହାର କରିବାକୁ ସେ ଦାବି କରିଛନ୍ତି।

ଜୁଲାଇ ୨୮ ତାରିଖରେ ନୀତିନ ଗଡକରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଏକ ଚିଠି ଲେଖିଥିଲେ। ଏଥିରେ ସେ କହିଥିଲେ ଯେ, ଜୀବନ ଏବଂ ସ୍ୱାସ୍ଥ୍ୟ ବୀମା ପ୍ରିମିୟମ ଉପରେ ଜିଏସଟି ହଟାଇବାକୁ ପରାମର୍ଶ, ଥରେ ବିଚାର କରିବାକୁ ମୁଁ ଆପଣଙ୍କୁ ଅନୁରୋଧ କରୁଛି। ବରିଷ୍ଠ ନାଗରିକଙ୍କ ପାଇଁ ଏହା ବୋଝ ହୋଇଯାଏ। ପ୍ରକାଶ ଯେ, ଉଭୟ ଜୀବନ ଏବଂ ଚିକିତ୍ସା ବୀମା ପ୍ରିମିୟମ ଉପରେ ୧୮ ପ୍ରତିଶତ ଜିଏସଟି ଆଦାୟ କରାଯାଏ।

Breaking News nirmala sitharaman Nitin Gadkari
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ୟା ପ୍ରଭାବିତ ଜିଲ୍ଲାକୁ ରେଡକ୍ରସର ରିଲିଫ ସାମଗ୍ରୀ ପଠାଇଲେ ରାଜ୍ୟପାଳ

August 19, 2026

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026
Latest News

ବନ୍ୟା ପ୍ରଭାବିତ ଜିଲ୍ଲାକୁ ରେଡକ୍ରସର ରିଲିଫ ସାମଗ୍ରୀ ପଠାଇଲେ ରାଜ୍ୟପାଳ

August 19, 2026

ଟ୍ୱିନ୍ ସିଟି ଟ୍ରାଫିକ୍ ସମସ୍ୟାର ସ୍ଥାୟୀ ସମାଧାନ ଓ ସୌନ୍ଦର୍ଯ୍ୟକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

August 19, 2026

ଆଜି ଅଗଷ୍ଟ ୧୯ ତାରିଖ: ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର, ପଢନ୍ତୁ ରାଶିଫଳ

August 19, 2026

ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ଗିରଫ

August 18, 2026

କୋରାପୁଟର ଲକ୍ଷ୍ମୀପୁରରେ ଭୂକମ୍ପ ଝଟକା, ଭୟରେ ଘରୁ ବାହାରିଲେ ଲୋକେ

August 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.